ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକରେ ମିଳିତ ଭାବରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ
କୁଜଙ୍ଗ ବ୍ଲକର ସୂଚନା କେନ୍ଦ୍ରରେ ଅନୁଷ୍ଠିତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

କୁଜଙ୍ଗ ବ୍ଲକର ସୂଚନା କେନ୍ଦ୍ରରେ ଅନୁଷ୍ଠିତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିରରେ ୫୯୪ ଟି ପଞ୍ଜିକୃତ ଅଭିଯୋଗର ଶୁଣାଣି କରାଯାଇଥିଲା,ତନ୍ମଧ୍ୟରୁ ୬୭ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା ।
ଶିବିରରେ ଉପଜିଲ୍ଲାପାଳ,ଜିଲ୍ଲା ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ