ଅରୁଣ ଷଡ଼ଙ୍ଗୀଙ୍କୁ ଅତିରିକ୍ତ ଭାବେ ପୋଲିସ ଡିଜି ଦାୟିତ୍ୱ

ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ। ନିୟମିତ ଡିଜିପି ନିଯୁକ୍ତି ଦାୟିତ୍ୱ ପର୍ଯ୍ୟନ୍ତ ଡିଜିପି ଭାବେ ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ।

ଅରୁଣ ଷଡ଼ଙ୍ଗୀଙ୍କୁ ଅତିରିକ୍ତ ଭାବେ ପୋଲିସ ଡିଜି ଦାୟିତ୍ୱ

ଅରୁଣ ଷଡ଼ଙ୍ଗୀଙ୍କୁ ପୋଲିସ ମହାନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ। ନିୟମିତ ଡିଜିପି ନିଯୁକ୍ତି ଦାୟିତ୍ୱ ପର୍ଯ୍ୟନ୍ତ ଡିଜିପି ଭାବେ ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୯୦ ବ୍ୟାଚ୍‌ର IPS ଅଫିସର ହେଉଛନ୍ତି ଅରୁଣ । ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଅଛନ୍ତି ଅରୁଣ ଷଡ଼ଙ୍ଗୀ ।

BPSPAର ନିର୍ଦ୍ଦେଶକ ସହ ଡିଜିପି ଦାୟିତ୍ୱ ତୁଲାଇବେ ଅରୁଣ ଷଡ଼ଙ୍ଗୀ।