ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ୭ଟି ଫ୍ଲାଏଓଭର

ବିଧାନସଭାର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ ।

ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ୭ଟି ଫ୍ଲାଏଓଭର

ବିଧାନସଭାର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ । ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିଥିଲେ । ତେଣୁ ବାଚସ୍ପତି ପ୍ରମିଳା ମଲ୍ଲିକ ପ୍ରଥମେ ଗୃହକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଓ ତା'ପରେ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ । ତେବେ ବିରୋଧୀ ବିଜେପି ସଦସ୍ୟମାନେ ଗୃହକୁ ଚଳାଇ ଦେଲେନାହିଁ ବୋଲି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି କହିଛନ୍ତି ।