କିଏ କେଉଁଠି ଜିତିଲେ, ଓଡ଼ିଶା ଉପରେ ତାର ପ୍ରଭାବ ପଡ଼ିବ ନାହିଁ: ବିଜେଡି

କିଏ କେଉଁଠି ଜିତିଲେ, ଓଡ଼ିଶା ଉପରେ ତାର ପ୍ରଭାବ ପଡ଼ିବ ନାହିଁ: ବିଜେଡି

ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ବିଜେପି ଓ ତେଲେଙ୍ଗାନାରେ କଂଗ୍ରେସର ବିପୁଳ ବିଜୟ ପରେ ପ୍ରତିକ୍ରିୟା ରଖିଛି ବିଜେଡି। ଏନେଇ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ୨୦୦୦ରୁ ୨୦୨୩ ମଧ୍ୟରେ ଓଡ଼ିଶାରେ କେଉଁ ମଡେଲ କାମ କରିନି। ଓଡ଼ିଶାରେ କେବଳ ନବୀନ ମଡେଲ ହିଁ କାମ କରିଛି ।