ଗୁରୁବାର ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଗୁରୁବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବନକଲାଗି ନୀତି ।

ଗୁରୁବାର ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଗୁରୁବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବନକଲାଗି ନୀତି । ମହାପ୍ରଭୁଙ୍କର ଏହା ଗୁପ୍ତନୀତି ହୋଇଥିବାରୁ ୫ ଘଣ୍ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ମହାପ୍ରଭୁଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ l

ଖବର ଅନୁଯାୟୀ, ଗୁରୁବାର ଆଶ୍ୱିନ-କୃଷ୍ଣ ଷଷ୍ଠୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ଗୁପ୍ତ ନୀତି ହେବ । ଆପାତତଃ ଅପରାହ୍ନ ୫ ଘଟିକାରୁ ରାତ୍ର ୯ ଘଟିବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ସମୟରେ ସର୍ବସାଧାରଣ ଲୋକ ମନ୍ଦିର ଭିତରକୁ ପ୍ରବେଶ ଉପରେ କଟକଣା ଲାଗିବ ।