ପୋଲିସ ପିନ୍ଧିବେ ବଡି କ୍ୟାମେରା
ଡିଜିପି ସମ୍ମିଳନୀ ପୂର୍ବରୁ ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ

ଡିଜିପି ସମ୍ମିଳନୀ ପୂର୍ବରୁ ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ l ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସର ନୂଆ ଯୋଜନା l
ଥାନା ରିସେପସନ୍ ଦାୟିତ୍ବରେ ଥିବା ଅଧିକାରୀ ପିନ୍ଧିବେ ବଡି କ୍ୟାମେରା l ଥାନାରେ ଉତ୍ପାତ କରୁଥିବା ଅମାନିଆଙ୍କ ଅଡିଓ , ଭିଡିଓ ରେକର୍ଡ ହେବ l
କେବଳ ଏତଲାକାରୀ ନୁହେଁ , ପୋଲିସର ବ୍ୟବହାର ମଧ୍ୟ ରେକର୍ଡ ହେବ l କ୍ୟାମେରାରେ ରେକର୍ଡ ଦୃଶ୍ୟକୁ ସିଧାସଳଖ ଦେଖିବେ ସିପି ଓ ଡିସିପି lପାନିକ୍ ବଟନ ଦବାଇବା ମାତ୍ରେ ଅଭାବନୀୟ ଘଟଣା ରେକର୍ଡ ହେବ lପାଇଲଟ ପ୍ରୋଜେକ୍ଟ ଆରମ୍ଭ କଲା କମିଶନରେଟ୍ ପୋଲିସ l