ଏଣିକି ରାତିରେ ବୁଲିହେବ ଚନ୍ଦକା ଅଭୟାରଣ୍ୟ

ପର୍ଯ୍ୟଟକଙ୍କ ପାଇଁ ଖୁସିଖବର। ଆସନ୍ତା ୨୯ରୁ ଭରତପୁର ସଫାରୀରେ ଆରମ୍ଭ ହେବ 'ନାଇଟ୍‌ ନକଚରାଲ୍‌ ଟ୍ରେଲ୍'।

ଏଣିକି ରାତିରେ ବୁଲିହେବ ଚନ୍ଦକା ଅଭୟାରଣ୍ୟ

ପର୍ଯ୍ୟଟକଙ୍କ ପାଇଁ ଖୁସିଖବର। ଆସନ୍ତା ୨୯ରୁ ଭରତପୁର ସଫାରୀରେ ଆରମ୍ଭ ହେବ 'ନାଇଟ୍‌ ନକଚରାଲ୍‌ ଟ୍ରେଲ୍'। ରାତି ସାଢେ ୯ଟା ଯାଏଁ ଖୋଲା ରହିବ ସଫାରୀ, ଚାଲିବ ଟ୍ରେଲ୍‌। ରାତି ସାଢେ ୯ଟାରୁ ସକାଳ ସାଢେ ୯ଟା ଯାଏଁ ବନ୍ଦ ରହିବ ସଫାରୀ। ନାଇଟ୍‌ ନକଚରାଲ୍‌ ଟ୍ରେଲ୍' ଯୋଗୁଁ ଛାତ୍ରଛାତ୍ରୀ, ରିସର୍ଚ୍ଚ ସ୍କଲାର ଉପକୃତ ହେବେ।

ଦିନବେଳା ସମୟ ପାଉନଥିବା ବ୍ୟକ୍ତି ସନ୍ଧ୍ୟାରେ ଅଭୟାରଣ୍ୟ ବୁଲିପାରିବେ। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍‌ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି।