ଛାତ୍ରଛାତ୍ରୀ ମାନଙ୍କ ପାଇଁ ଖୁସି ଖବର
ଆଜି ବିଧାନସଭାରେ ୨୦୨୪-୨୫ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଆଜି ବିଧାନସଭାରେ ୨୦୨୪-୨୫ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଭାବେ ମୋହନ ମାଝୀ ଖୋଦ ବଜେଟ ଉପସ୍ଥାପନା କରୁଛନ୍ତି। ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ୨.୬୫ ଲକ୍ଷ କୋଟିର ବଜେଟ ବିଧାନସଭାରେ ଆଗତ କରିଛନ୍ତି। ଏହି ଅବସରରେ ଓଡ଼ିଆ ଅସ୍ମିତା ଆମର ପରିଚୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ରାଜ୍ୟ ସରକାରଙ୍କ ଅର୍ଥମନ୍ତ୍ରୀ ଭାବେ ମୋହନ ମାଝୀ ଖୋଦ ବଜେଟ ଉପସ୍ଥାପନା କରୁଛନ୍ତି। ୨୦୨୪-୨୦୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ୨.୬୫ ଲକ୍ଷ କୋଟିର ବଜେଟ ବିଧାନସଭାରେ ଆଗତ କରିଛନ୍ତି। ଏହି ଅବସରରେ ଓଡ଼ିଆ ଅସ୍ମିତା ଆମର ପରିଚୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।