ଦାଦାସାହେବ ଫାଲକେ ପୁରସ୍କାର ପାଇଁ ୱାହିଦା ରହମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ସମ୍ମାନଜନକ ଦାଦାସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହୋଇଥିବା କିମ୍ବଦନ୍ତୀ ଅଭିନେତ୍ରୀ।

ସମ୍ମାନଜନକ ଦାଦାସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହୋଇଥିବା କିମ୍ବଦନ୍ତୀ ଅଭିନେତ୍ରୀ। ୱାହିଦା ରହମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ୱ।ହିଦା ରହମାନଙ୍କ ଭାରତୀୟ ସିନେମା ପ୍ରତି ଉଲ୍ଲେଖନୀୟ ଅବଦାନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କର ସ୍ମରଣୀୟ ଭୂମିକା ସବୁ ସିନେପ୍ରେମୀ ଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।