୧୭ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି।

୧୭ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏଥିରେ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଥିବା ଜଣାପଡିଛି। ସ୍ୱାସ୍ଥ୍ୟ, ଶିକ୍ଷା, ଲୋକସମ୍ପର୍କ , ରାଜସ୍ୱ ଓ ସାଧାରଣ ପ୍ରଶାସନ ପରି ବିଭାଗର ବିଭିନ୍ନ ପ୍ରସ୍ତାବରେ କ୍ୟାବିନେଟ ମୋହର ବାଜିଛି।