ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି

ଦଶହରା ପୂର୍ବରୁ ସରକାରୀ କର୍ମଚାରୀମାନଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି

ଦଶହରା ପୂର୍ବରୁ ସରକାରୀ କର୍ମଚାରୀମାନଙ୍କୁ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୪% ବୃଦ୍ଧି କରାଇଛନ୍ତି ରାଜ୍ୟ ସରକାର । ପୂର୍ବରୁ ଏହା ୪୬% ପ୍ରତିଶତରେ ରହିଥିବା ବେଳେ ବର୍ତ୍ତମାନ ଏହାକୁ ୫୦%କୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ଜାନୁୟାରୀ ପହିଲାରୁ ପିଛି ଭାବରେ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଲାଗୁ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।