ମହାପୁରୁଷଙ୍କୁ ଅପମାନ

ପୁଣି ମହାପୁରୁଷଙ୍କୁ ଅପମାନ । ଭଦ୍ରକ ଧାମନଗରରେ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ନାଁକୁ ଭୁଲ ଲେଖାଯାଇଛି ।

ମହାପୁରୁଷଙ୍କୁ ଅପମାନ

ପୁଣି ମହାପୁରୁଷଙ୍କୁ ଅପମାନ । ଭଦ୍ରକ ଧାମନଗରରେ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ନାଁକୁ ଭୁଲ ଲେଖାଯାଇଛି । ଧାମନଗର ଊର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟର ପାଚେରୀରେ ହରେକୃଷ୍ଣ ମହତାବଙ୍କ ନାଁକୁ ହରେକୃଷ୍ଣ ମହାନ୍ତି ବୋଲି ଲେଖାଯାଇଛି । ତେବେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଥିଲା ।

ପ୍ରଶାସନ ପକ୍ଷରୁ କରାଯାଇଥିବା ଏଭଳି ତ୍ରୁଟିକୁ ସଜାଡ଼ି ଥିଲା ସ୍ଥାନୀୟ ବିଜେପି ।