ଆଜିର ରାଶିଫଳ

ଅଦ୍ୟ ଜୁଲାଇ ମାସ ୧୩ ତାରିଖ ୨୦୨୩ ମସିହା(ଗୁରୁବାର)

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଜୁଲାଇ ମାସ ୧୩ ତାରିଖ ୨୦୨୩ ମସିହା(ଗୁରୁବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ପିଙ୍ଗଳ*

*ଶ୍ରାବଣମାସ-କୃଷ୍ଣପକ୍ଷ*

*ତିଥି- ଏକାଦଶୀ ସନ୍ଧ୍ୟା ଘ ୦୬/୩୩ ପର୍ୟ୍ୟନ୍ତ ତଦନ୍ତେ ଦ୍ଵାଦଶୀ*

*ନକ୍ଷତ୍ର-କୃତ୍ତିକା ରାତ୍ରି ଘ୦୯/୪୧ ପର୍ୟ୍ୟନ୍ତ ତଦନ୍ତେ ରୋହିଣୀ*

*ଚନ୍ଦ୍ର- ବୃଷ*

*ଯୋଗ- ଶୁଳ*

*କରଣ - ବବ*

*ସୌରମାସ- ମିଥୁନ ୨୯ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୪୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୩୧*

*✧═════•❁❀

*ଯୋଗିନୀ ଅଗ୍ନିକୋଣେ ସନ୍ଧ୍ୟା ଘ୦୬/୩୩ ପର୍ୟ୍ୟନ୍ତ ତଦନ୍ତେ ନୈରୁତେ*

*ବିଛା ରାଶିର ଘାତଚନ୍ଦ୍ର*

*ତୁଳା ଓ କୁମ୍ଭ ରାଶିର ଘାତବାର*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୦୩/୦୮ଗତେ ଘ୦୬/୨୫ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୨/୫୫ଗତେ ଘ୦୩/୦୭ ମଧ୍ୟେ ଓ ରାତ୍ରି ଘ୦୭/୧୬ ଗତେ ଘ୦୯/୪୧ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୧୩ ମଧ୍ୟେ ଓ ଘ୦୯/୪୩ ଗତେ ଘ୧୧/୨୭ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ଶିମ୍ବ ସନ୍ଧ୍ୟା ଘ୦୬/୩୩ ଗତେ ପୋଇ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ।* 

*✧═════•❁❀❁•═════✧*

*ବୃଷ: ଆଜି ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ର ପାତ୍ର ହେବ । ଦେବଦର୍ଶନର ସୁଯୋଗ ପାଇବେ।* 

*✧═════•❁❀❁•═════✧*

*ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବ୍ୟବସାୟରେ ବଡଲାଭ ହାତରେ ଲାଗିପାରେ।*

*✧═════•❁❀❁•═════✧*

*କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*

*✧═════•❁❀❁•═════✧*

*ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ନୂଆ କାମ ଆରମ୍ଭ କରିବା ଓ କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହିବେ।* 

*✧═════•❁❀❁•═════✧*

*କନ୍ୟା: ଆପଣଙ୍କ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ଆସିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ ରହିବ।* 

*✧═════•❁❀❁•═════✧*

*ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।* 

*✧═════•❁❀❁•═════✧*

*ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।* 

*✧═════•❁❀❁•═════✧*

*ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।* 

*✧═════•❁❀❁•═════✧*

*ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ।* 

*✧═════•❁❀❁•═════✧*

*କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*

*✧═════•❁❀❁•═════✧*

*ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ।ଦାମ୍ପତ୍ୟ ଜୀବନ ମଧୂର ରହିବ।*

*✧═════•❁❀❁•═════✧*