ଆଜିର ରାଶିଫଳ

ଅଦ୍ୟ ଜୁଲାଇ ମାସ ୨୪ ତାରିଖ ୨୦୨୩ ମସିହା(ସୋମବାର)

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଜୁଲାଇ ମାସ ୨୪ ତାରିଖ ୨୦୨୩ ମସିହା(ସୋମବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ପିଙ୍ଗଳ*

*ଶ୍ରାବଣମାସ-ମଳ ଶୁକ୍ଳପକ୍ଷ*

*ତିଥି- ଷଷ୍ଠୀ ଦିବା ଘ୦୧/୪୩ ପର୍ୟ୍ୟନ୍ତ ତଦନ୍ତେ ସପ୍ତମୀ*

*ନକ୍ଷତ୍ର-ହସ୍ତା ରାତ୍ରି ଘ୧୦/୫୭ ପର୍ୟ୍ୟନ୍ତ ତଦନ୍ତେ ଚିତ୍ରା*

*ଚନ୍ଦ୍ର- କନ୍ୟା*

*ଯୋଗ- ଶିବ*

*କରଣ - ତୈତିଳ*

*ସୌରମାସ- କର୍କଟ ୦୮ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୨୩/୫୮*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୩/୦୧*

*✧═════•❁❀

*ଯୋଗିନୀ ବାୟବ୍ୟେ ଦିବା ଘ ୦୧/୪୩ ପର୍ୟ୍ୟନ୍ତ ତଦନ୍ତେ ଐଶାନ୍ୟେ* 

*ଷଷ୍ଠୀ ର ଏକୋଦିଷ୍ଟ ଶ୍ରାଦ୍ଧ*

*ବୃଷ ରାଶିର ଘାତଚନ୍ଦ୍ର* 

*ମିଥୁନ ରାଶିର ଘାତବାର*

✧═════•❁❀❁•═══

*କାଳବେଳା -ଦିବା ଘ୦୭/୦୦ ଗତେ ଘ୦୮/୩୮ ମଧ୍ୟେ*

*ବାରବେଳା - ଦିବା ଘ୦୩/୦୭ ଗତେ ଘ୦୪/୪୩ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୦୦ମଧ୍ୟେ ଓ ଘ୧୦/୧୨ ଗତେ ଘ୧୨/୩୭ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*

═✧*══•❁❀❁•═════✧

*ଅଦ୍ୟ ନିମ୍ବ ଦିବା ଘ୦୧/୪୩ ଗତେ ତାଳ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।* 

*✧═════•❁❀❁•═════✧*

*ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।* 

*✧═════•❁❀❁•═════✧*

*ମିଥୁନ: ଦିନଟି ଠିକ୍‌ଠାକ୍‌ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।* 

*✧═════•❁❀❁•═════✧*

*କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।* 

*✧═════•❁❀❁•═════✧*

*ସି˚ହ: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।* 

*✧═════•❁❀❁•═════✧*

*କନ୍ୟା: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।* 

*✧═════•❁❀❁•═════✧*

*ତୁଳା: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।* 

*✧═════•❁❀❁•═════✧*

*ବିଛା: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।* 

*✧═════•❁❀❁•═════✧*

*ଧନୁ: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।* 

*✧═════•❁❀❁•═════✧*

*ମକର: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।* 

*✧═════•❁❀❁•═════✧*

*କୁମ୍ଭ: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।* 

*✧═════•❁❀❁•═════✧*

*ମୀନ:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।*

*✧═════•❁❀❁•═════✧*