ଆଜିର ରାଶିଫଳ

ଅଦ୍ୟ ଅଗଷ୍ଟ ମାସ ୩୧ ତାରିଖ ୨୦୨୩ ମସିହା(ଗୁରୁବାର)

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଅଗଷ୍ଟ ମାସ ୩୧ ତାରିଖ ୨୦୨୩ ମସିହା(ଗୁରୁବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-ପିଙ୍ଗଳ*

*ଶ୍ରାବଣମାସ- ଶୁକ୍ଲପକ୍ଷ*

*ତିଥି- ପୂର୍ଣ୍ଣିମା ଦିବା ଘ ୦୭/୨୯ ପର୍ୟ୍ୟନ୍ତ ତଦନ୍ତେ ପ୍ରତିପଦ*

*ନକ୍ଷତ୍ର- ଶତଭିଶା ସନ୍ଧ୍ୟା ଘ ୦୬/୪୨ ପର୍ୟ୍ୟନ୍ତ ତଦନ୍ତେ ପୂର୍ବଭାଦ୍ର*

*ଚନ୍ଦ୍ର- ମକର କୁମ୍ଭ*

*ଯୋଗ- ସୁକର୍ମା*

*କରଣ - ବବ*

*ସୌରମାସ- ସିଂହ ୧୫ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୩୪/୦୨*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୧୦*

*✧═════•❁❀

*ଯୋଗିନୀ ବାୟବ୍ୟେ ଦିବା ଘ୦୭/୨୯ ପର୍ୟ୍ୟନ୍ତ ତଦନ୍ତେ ପୂର୍ବେ* 

 *ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ମିଥୁନ ଓ ମୀନ ରାଶିର ଘାତ ଚନ୍ଦ୍ର*

*ତୁଳା ଓ କୁମ୍ଭ ରାଶିର ଘାତବାର* 

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୦୨/୫୨ ଗତେ ଘ୦୫/୫୯ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୧/୧୦ଗତେ ଘ୦୨/୫୨ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୭/୧୨ ମଧ୍ୟେ ଓ ଘ୧୦/୨୩ ଗତେ ଘ୧୨/୪୬ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ପାଣି କଖାରୁ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।* 

*✧═════•❁❀❁•═════✧*

*ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* 

*✧═════•❁❀❁•═════✧*

*ମିଥୁନ: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।* 

*✧═════•❁❀❁•═════✧*

*କର୍କଟ: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।*

*✧═════•❁❀❁•═════✧*

*ସିଂହ: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।* 

*✧═════•❁❀❁•═════✧*

*କନ୍ୟା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।* 

*✧═════•❁❀❁•═════✧*

*ତୁଳା: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।* 

*✧═════•❁❀❁•═════✧*

*ବିଛା: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।* 

*✧═════•❁❀❁•═════✧*

*ଧନୁ: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।* 

*✧═════•❁❀❁•═════✧*

*ମକର: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।*

*✧═════•❁❀❁•═════✧*

*କୁମ୍ଭ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।* 

*✧═════•❁❀❁•═════✧*

*ମୀନ: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।*

*✧═════•❁❀❁•═════✧*ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।* 