ଆଜିର ରାଶିଫଳ

ଅଦ୍ୟ ସେପ୍ଟେମ୍ବର ମାସ ୨୭ ତାରିଖ ୨୦୨୩ ମସିହା(ବୁଧବାର)

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ସେପ୍ଟେମ୍ବର ମାସ ୨୭ ତାରିଖ ୨୦୨୩ ମସିହା(ବୁଧବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*ଭାଦ୍ରମାସ- ଶୁକ୍ଲପକ୍ଷ*

*ତିଥି- ତ୍ରୟୋଦଶୀ ରାତ୍ରି ଘ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ*

*ନକ୍ଷତ୍ର- ଧନିଷ୍ଟା ଦିବା ଘ୦୮/୦୪ ପର୍ଯ୍ୟନ୍ତ ତଦନ୍ତେ ଶତଭିଷା*

*ଚନ୍ଦ୍ର- କୁମ୍ଭ*

*ଯୋଗ- ଧୃତି*

*କରଣ - କୌଳବ*

*ସୌରମାସ- କନ୍ୟା ୧୧ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୪୧/୦୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୬/୨୯*

*✧═════•❁❀

*ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୦/୩୭ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ*

 *ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*

*କର୍କଟ ରାଶିର ଘାତବାର*

*ପୁଷ୍କର -ମୃତେ ନିଃ ଘ୦୫/୨୪ ଗତେ ଏକପାଦ ଦୋଷ*

✧═════•❁❀❁•═══

*କାଳବେଳା -ଦିବା ଘ୦୮/୪୦ ଗତେ ଘ୧୦/୧୦ ମଧ୍ୟେ*

*ବାରବେଳା - ଦିବା ଘ୧୧/୪୦ ଗତେ ଘ୦୧/୧୦ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୬/୨୮ ମଧ୍ୟେ ଓ ଘ୦୭/୧୭ ଗତେ ଘ୦୮/୦୫ ମଧ୍ୟେ ଓ ଘ୧୦/୨୮ ଗତେ ଘ୧୧/୩୯ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୧୮ ଗତେ ଘ୦୭/୧୬ ମଧ୍ୟେ ଓ ଘ୦୧/୪୦ ଗତେ ଘ୦୪/୦୫ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ:ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।* 

 *✧═════•❁❀❁•═════✧*

 *ବୃଷ:ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।* 

*✧═════•❁❀❁•═════✧*

 *ମିଥୁନ: ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।*  

*✧═════•❁❀❁•═════✧*

 *କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।* 

*✧═════•❁❀❁•═════✧*

 *ସି˚ହ: ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।* 

*✧═════•❁❀❁•═════✧*

 *କନ୍ୟା: ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।* 

*✧═════•❁❀❁•═════✧*

 *ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।* 

 *✧═════•❁❀❁•═════✧*

 *ବିଛା:ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।* 

*✧═════•❁❀❁•═════✧*

 *ଧନୁ:ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।* 

*✧═════•❁❀❁•═════✧*

 *ମକର: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ* । 

*✧═════•❁❀❁•═════✧*

 *କୁମ୍ଭ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।* 

*✧═════•❁❀❁•═════✧*

 *ମୀନ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।*

*✧═════•❁❀❁•═════✧*