ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଅକ୍ଟୋବର ମାସ ୧୮ ତାରିଖ ୨୦୨୩ ମସିହା(ବୁଧବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*ଆଶ୍ୱିନମାସ- ଶୁକ୍ଲପକ୍ଷ*

*ତିଥି- ଚତୁର୍ଥୀ ରାତ୍ରି ଘ୧୨/୫୬ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ*

*ନକ୍ଷତ୍ର- ଅନୁରାଧା ରାତ୍ରି ଘ ୦୯/୨୫ ପର୍ଯ୍ୟନ୍ତ ତଦନ୍ତେ ଜ୍ୟେଷ୍ଠା*

*ଚନ୍ଦ୍ର-ବିଛା*

*ଯୋଗ- ଆୟୁଷ୍ମନ୍*

*କରଣ - ବାଣିଜ୍ୟ*

*ସୌରମାସ- ତୁଳା ୦୧ ଦିନ*

*ଅଦ୍ୟ ଗର୍ଭଣା ସଂକ୍ରାନ୍ତି*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୪୬/୪୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୯/୦୯*

*✧═════•❁❀

*ଯୋଗିନୀ ନୈରୁତେ ରାତ୍ରି ଘ୧୨/୫୬ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ*

 *ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ* 

*କର୍କଟ ରାଶିର ଘାତବାର* 

✧═════•❁❀❁•═══

*କାଳବେଳା -ଦିବା ଘ୦୮/୪୦ ଗତେ ଘ ୧୦/୦୮ ମଧ୍ୟେ*

*ବାରବେଳା - ଦିବା ଘ୧୧/୩୪ ଗତେ ଘ ୦୧/୦୨ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୬/୩୪ ମଧ୍ୟେ ଓ ଘ୦୭/୨୨ ଗତେ ଘ୦୮/୧୦ମଧ୍ୟେ ଓ ଘ୧୦/୩୦ ଗତେ ଘ୧୧/୩୪ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୬/୩୫ ଗତେ ଘ୦୭/୨୧ ମଧ୍ୟେ** 

═✧*══•❁❀❁•═════✧

*ଅଦ୍ୟ ମୂଳ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।*

*✧═════•❁❀❁•═════✧*

*ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।*

*✧═════•❁❀❁•═════✧*

*ମିଥୁନ-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।*

*✧═════•❁❀❁•═════✧*

*କର୍କଟ–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।*

*✧═════•❁❀❁•═════✧*

*ସିଂହ– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।*

*✧═════•❁❀❁•═════✧*

*କନ୍ୟା– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।*

*✧═════•❁❀❁•═════✧*

*ତୁଳା–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।*

*✧═════•❁❀❁•═════✧*

*ବିଛା–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।*

*✧═════•❁❀❁•═════✧*

*ଧନୁ– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।*

*✧═════•❁❀❁•═════✧*

*ମକର– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।*

*✧═════•❁❀❁•═════✧*

*କୁମ୍ଭ–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।*

*✧═════•❁❀❁•═════✧*

*ମୀନ–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।*

*✧═════•❁❀❁•═════✧*