ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ନଭେମ୍ବର ମାସ ୧୬ ତାରିଖ ୨୦୨୩ ମସିହା(ଗୁରୁବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*କାର୍ତ୍ତିକମାସ- ଶୁକ୍ଳପକ୍ଷ*

*ତିଥି- ତୃତୀୟା ଦିବା ଘ୧୨/୩୧ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ*

*ନକ୍ଷତ୍ର- ମୂଳା ରାତ୍ରି ଘ୦୨/୫୫ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼ା*

*ଚନ୍ଦ୍ର-ଧନୁ*

*ଯୋଗ- ସୁକର୍ମା*

*କରଣ - ଗର*

*ସୌରମାସ- ତୁଳା ୩୦ ଦିନ*

*✧═════•❁❀❁•════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୦/୨୩*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୫/୦୯*

*✧═════•❁❀

*ଯୋଗିନୀ ଅଗ୍ନିକୋଣେ ଦିବା ୧୨/୩୨ ପର୍ଯ୍ୟନ୍ତ ତଦନ୍ତେ ନୈରୁତ*

 *ତୃତୀୟା ର ଏକୋଦିଷ୍ଟ ଓ ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ତୁଳା ଓ କୁମ୍ବ ରାଶିର ଘାତଚନ୍ଦ୍ର*

*ତୁଳା ଓ କୁମ୍ବ ରାଶିର ଘାତବାର* 

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୦୨/୧୬ ଗତେ ଘ୦୫/୦୩ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୩୭ ମଧ୍ୟେ ଓ ରାତ୍ରି ଘ୦୫/୫୦ ଗତେ ଘ୦୯/୦୪ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*

═✧*══•❁❀❁•═════✧

*ଅଦ୍ୟ ପୋଟଳ ଦିବା ଘ୧୨/୩୨ ପର୍ଯ୍ୟନ୍ତ ତଦନ୍ତେ ମୂଳା ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।* 

*✧═════•❁❀❁•═════✧*

 *ବୃଷ : ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।* 

*✧═════•❁❀❁•═════✧*

 *ମିଥୁନ : ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।* 

*✧═════•❁❀❁•═════✧*

 *କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।* 

*✧═════•❁❀❁•═════✧*

 *ସିଂହ : ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।* 

*✧═════•❁❀❁•═════✧*

 *କନ୍ୟା: ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।* 

*✧═════•❁❀❁•═════✧*

 *ତୁଳା : ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।* 

*✧═════•❁❀❁•═════✧*

 *ବିଛା : କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।* 

*✧═════•❁❀❁•═════✧*

 *ଧନୁ : ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।* 

*✧═════•❁❀❁•═════✧*

 *ମକର : ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।* 

*✧═════•❁❀❁•═════✧*

 *କୁମ୍ଭ : ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*

*✧═════•❁❀❁•═════✧*

*ମୀନ : କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*

*✧═════•❁❀❁•═════✧*