ଆଜିର ରାଶିଫଳ

*ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ନଭେମ୍ବର ମାସ ୨୦ ତାରିଖ ୨୦୨୩ ମସିହା(ସୋମବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୧*
*ସମ୍ବତ୍ସର-ପିଙ୍ଗଳ*
*କାର୍ତ୍ତିକମାସ- ଶୁକ୍ଳପକ୍ଷ*
*ତିଥି- ଅଷ୍ଟମୀ ରାତ୍ରି ଘ୦୩/୩୪ ପର୍ଯ୍ୟନ୍ତ ତଦନ୍ତେ ନବମୀ*
*ନକ୍ଷତ୍ର- ଧନିଷ୍ଟା ରାତ୍ରି ଘ୧୦/୨୧ ପର୍ଯ୍ୟନ୍ତ ତଦନ୍ତେ ଶତଭିଶା*
*ଚନ୍ଦ୍ର-ମକର ଦିବା ଘ୧୧/୦୨ ପର୍ଯ୍ୟନ୍ତ ତଦନ୍ତେ କୁମ୍ଭ*
*ଯୋଗ- ବୃଦ୍ଧି*
*କରଣ - ବବ*
*ସୌରମାସ- ବିଛା ୦୪ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୨/୪୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୪/୨୯*
*✧═════•❁❀
*ଯୋଗିନୀ ଐଶାନ୍ୟେ ରାତ୍ରି ୦୩/୩୪ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ*
*ଅଷ୍ଟମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର*
*ମିଥୁନ ରାଶିର ଘାତବାର*
✧═════•❁❀❁•═══
*କାଳବେଳା -ଦିବା ଘ୦୭/୨୫ ଗତେ ଘ୦୮/୪୮ ମଧ୍ୟେ*
*ବାରବେଳା - ଦିବା ଘ୦୨/୧୬ ଗତେ ଘ୦୩/୪୦ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୨୪ ମଧ୍ୟେ ଓ ଘ୦୯/୧୪ ଗତେ ଘ୧୧/୩୮ ମଧ୍ୟେ ଓ ରାତ୍ରି ଘ୦୭/୨୪ ଗତେ ଘ୧୦/୪୦ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═════✧
*ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।*
*✧═════•❁❀❁•═════✧*
*ବୃଷ: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।*
*✧═════•❁❀❁•═════✧*
*ମିଥୁନ: ଦିନଟି ଠିକ୍ଠାକ୍ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।*
*✧═════•❁❀❁•═════✧*
*କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।*
*✧═════•❁❀❁•═════✧*
*ସି˚ହ: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।*
*✧═════•❁❀❁•═════✧*
*କନ୍ୟା: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।*
*✧═════•❁❀❁•═════✧*
*ତୁଳା: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।*
*✧═════•❁❀❁•═════✧*
*ବିଛା: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।*
*✧═════•❁❀❁•═════✧*
*ଧନୁ: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।*
*✧═════•❁❀❁•═════✧*
*ମକର: ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।*
*✧═════•❁❀❁•═════✧*
*କୁମ୍ଭ: ଆପଣଙ୍କ ଊର୍ଜ ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।*
*✧═════•❁❀❁•═════✧*
*ମୀନ:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।*
*✧═════•❁❀❁•═════✧*