ଆଜିର ରାଶିଫଳ

*ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ଜାନୁଆରୀ ମାସ ୧୦ ତାରିଖ ୨୦୨୪ ମସିହା(ବୁଧବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୧*
*ସମ୍ବତ୍ସର-ପିଙ୍ଗଳ*
*ପୌଷମାସ-କୃଷ୍ଣପକ୍ଷ*
*ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ୦୮/୧୬ ପର୍ଯ୍ୟନ୍ତ ତଦନ୍ତେ ଅମାବାସ୍ୟା*
*ନକ୍ଷତ୍ର- ମୂଳା ରାତ୍ରି ଘ୦୮/୨୨ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଷାଢ଼।*
*ଚନ୍ଦ୍ର-ଧନୁ*
*ଯୋଗ- ଵିଷ୍ଟି*
*କରଣ - ଶକୁନି*
*ସୌରମାସ- ଧନୁ ୨୬ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୨୮/୦୪*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୧/୦୯*
*✧═════•❁❀
*ଯୋଗିନୀ ଐଶାନ୍ୟେ ରାତ୍ରି ଘ୦୮/୧୬ ପର୍ଯ୍ୟନ୍ତ ତଦନ୍ତେ ପୂର୍ବେ*
*ଚତୁର୍ଦ୍ଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର*
*କର୍କଟ ରାଶି ର ଘାତବାର*
✧═════•❁❀❁•═══
*କାଳବେଳା - ଦିବା ଘ୦୯/୦୮ ଗତେ ଘ୧୦/୩୦ ମଧ୍ୟେ*
*ବାରବେଳା - ଦିବା ଘ୧୧/୫୧ଗତେ ଘ୦୧/୧୨ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୧୬ ମଧ୍ୟେ ଓ ଘ୦୮/୦୩ ଗତେ ଘ ୦୮/୫୨ ମଧ୍ୟେ ଓ ରାତ୍ରି ଘ୦୬/୧୦ଗତେ ଘ୦୬/୫୮ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୭/୧୭ ଗତେ ଘ୦୮/୦୪ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ବିରି ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ* : *ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*
*✧═════•❁❀❁•═════✧*
*ମିଥୁନ:* *ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।*
*✧═════•❁❀❁•═════✧*
*କର୍କଟ: ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।*
*✧═════•❁❀❁•═════✧*
*ସି˚ହ: ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।*
*✧═════•❁❀❁•═════✧*
*କନ୍ୟା: ଆଜି ଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।*
*✧═════•❁❀❁•═════✧*
*ତୁଳା:* *ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।*
*✧═════•❁❀❁•═════✧*
*ବିଛା: କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।*
*✧═════•❁❀❁•═════✧*
*ଧନୁ: ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।*
*✧═════•❁❀❁•═════✧*
*ମକର:* *ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।*
*✧═════•❁❀❁•═════✧*
*କୁମ୍ଭ:ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।*
*✧═════•❁❀❁•═════✧*
*ମୀନ:ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ •❁❀❁•═════✧*