ଆଜିର ରାଶିଫଳ

*ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ଜାନୁଆରୀ ମାସ ୨୩ ତାରିଖ ୨୦୨୪ ମସିହା(ମଙ୍ଗଳବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୧*
*ସମ୍ବତ୍ସର-ପିଙ୍ଗଳ*
*ପୌଷମାସ- ଶୁକ୍ଲପକ୍ଷ*
*ତିଥି- ତ୍ରୟୋଦଶୀ ରାତ୍ରି ଘ ୦୮/୩୮ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଦଶୀ*
*ନକ୍ଷତ୍ର- ଆର୍ଦ୍ରା*
*ଚନ୍ଦ୍ର-ମିଥୁନ*
*ଯୋଗ- ଇନ୍ଦ୍ର*
*କରଣ - କୌଳବ*
*ସୌରମାସ- ମକର ୦୯ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୨୮/୩୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୯/୫୯*
*✧═════•❁❀
*ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୮/୩୮ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ*
*ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*କନ୍ୟା ରାଶିର ଘାତଚନ୍ଦ୍ର*
*ମକର ରାଶି ର ଘାତବାର*
✧═════•❁❀❁•═══
*କାଳବେଳା -ଦିବା ଘ୦୧/୨୪ ଗତେ ଘ୦୨/୪୭ ମଧ୍ୟେ*
*ବାରବେଳା - ଦିବା ଘ୦୭/୪୮ ଗତେ ଘ୦୯/୧୧ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୯/୧୧ ଗତେ ଘ୧୧/୧୬ ମଧ୍ୟେ ଓ ଘ୦୪/୦୩ ଗତେ ଘ୦୫/୩୧ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି*
═✧*══•❁❀❁•═════✧
*ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ।*
*✧═════•❁❀❁•═════✧*
*ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ।*
*✧═════•❁❀❁•═════✧*
*ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। ଧୈର୍ଯ୍ୟ ଧରି ପାରିଲେ ସୁଫଳ ମିଳିବ। ଅଧିକ ଦାୟିତ୍ବ ବହନ କରିପାରନ୍ତି। କାର୍ଯ୍ୟରେ ବାଧା ଉପୁଜି ପାରେ। ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। କର୍ମକ୍ଷେତ୍ରରେ ପ୍ରତି ବନ୍ଧକ ଦେଖା ଦେଇପାରେ।*
*✧═════•❁❀❁•═════✧*
*କର୍କଟ: ଜମି-ଜମା ବାବଦ ବିବାଦ ବୃଦ୍ଧି ହୋଇପାରେ; ମାତ୍ର ଅବଶେଷରେ ବିଜୟୀ ହେବେ। ସୁଖ-ସମ୍ମାନ ଲାଭ କରିପାରନ୍ତି। କୌଶଳରେ କାର୍ଯ୍ୟ ହାସଲ କରିବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ପ୍ରୀତି ଲାଭ ହେବ।*
*✧═════•❁❀❁•═════✧*
*ସିଂହ:କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଧର୍ମ-କର୍ମ ସଂପାଦନ କରି ପାରନ୍ତି। କର୍ମ କୁଶଳତା ପ୍ରକାଶ ପାଇବ। କର୍ମକ୍ଷେତ୍ରରେ ବିଜୟୀ ହେବେ। ସାମାଜିକ କ୍ଷେତ୍ରରେ କିଛିଟା ଉନ୍ନତି ସାଧନ ହୋଇପାରେ। ଦେବଦର୍ଶନ ଯୋଗରହିଛି ।*
*✧═════•❁❀❁•═════✧*
*କନ୍ୟା: ଯୋଗାଯୋଗରେ ପ୍ରଗତି ଘଟିବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଯାତ୍ରାସମୟରେ ସତର୍କରେ ଚଳିବାକୁ ପଡ଼ିବ। ବିଭାଗୀୟ ଅର୍ଥ ପ୍ରାପ୍ତିର ସୂଚନା ମିଳୁୁଛି। ବହୁବିଧ ଧନ ଓ ଉତ୍ତମ ଗୁଣର ଆଧାର ହେବେ।*
*✧═════•❁❀❁•═════✧*
*ତୁଳା: କାର୍ଯ୍ୟରେ ଅବହେଳା କଲେ ଧନକ୍ଷୟ ହେବାର ସମ୍ଭାବନା ଅଛି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ମିଥ୍ୟା ଅଭିଯୋଗ ପାଇଁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ୱାଭିମାନୀ ହେବେ।*
*✧═════•❁❀❁•═════✧*
*ବିଛା: ବନ୍ଧୁଙ୍କ ସାହାଯ୍ୟ ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି। ଯଶସ୍ୱୀ ହେବେ। ଭାଗ୍ୟବାନ ହେବେ। ବିନୀତ ସ୍ୱଭାବର ହୋଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିବେ। ଶତ୍ରୁ ବିନାଶ କରିବାରେ ସକ୍ଷମ ହେବେ।*
*✧═════•❁❀❁•═════✧*
*ଧନୁ: ଦୃଢ଼ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ। ଦୀର୍ଘଦିନର ଆଶା ପୂର୍ଣ୍ଣ ହେବ। ଠାକୁରଙ୍କୁ ଦର୍ଶନ କରିବାରେ ସୁଯୋଗ ଅଛି। ବସ୍ତ୍ର-ଭୂଷଣ ଲାଭ ହେବ। କର୍ମତତ୍ପରତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ।*
*✧═════•❁❀❁•═════✧*
*ମକର: ସଫଳତାର ନିକଟବର୍ତ୍ତୀ ହେବେ। ପରଚର୍ଚ୍ଚା ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଭ୍ରମଣ ଯୋଗ ଅଛି। ମାନ୍ୟତାପ୍ରାପ୍ତ ହୋଇପାରନ୍ତି। ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ସର୍ବାଙ୍ଗୀନ ଉନ୍ନତି ନେଇ ବଦ୍ଧ ପରିକର ହୋଇପାରନ୍ତି।*
*✧═════•❁❀❁•═════✧*
*କୁମ୍ଭ: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ସାଜିପାରନ୍ତି। ଭୟ ଓ ଆଶଙ୍କା ଲାଗି ରହି ଥିଲେ ବି ବହୁ ଶୁଭ ଫଳ ଆଶା କରାଯାଏ। ଖଳ ଲୋକଙ୍କୁ ଚିହ୍ନଟ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଉଦାର ଓ ଦାନଶୀଳ ହେବେ।*
*✧═════•❁❀❁•═════✧*
*ମୀନ: ଏପରି କାର୍ଯ୍ୟ ନ କରନ୍ତୁ; ଯୋଉଁ ଥିରେ କି ନିଜ ସୁନାମର ଆଞ୍ଚ ଆସିବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ସୁସ୍ଥ ଓ ନିରାମୟ ରହିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପଦୋନ୍ନତି ମିଳିପାରେ।*
*✧═════•❁❀❁•═════✧*