ଆଜିର ରାଶିଫଳ

*ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ଫେବୃଆରୀ ମାସ ୨୧ ତାରିଖ ୨୦୨୪ ମସିହା(ବୁଧବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୧*
*ସମ୍ବତ୍ସର-ପିଙ୍ଗଳ*
*ମାଘମାସ- ଶୁକ୍ଳପକ୍ଷ*
*ତିଥି- ଦ୍ୱାଦଶୀ ଦିବା ଘ ୧୧/୩୦ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ*
*ନକ୍ଷତ୍ର- ପୁନର୍ବସୁ ଦିବା ଘ୦୩/୦୨ ପର୍ଯ୍ୟନ୍ତ ତଦନ୍ତେ ପୂଷ୍ୟା*
*ଚନ୍ଦ୍ର- ମିଥୁନ ଦିବା ଘ୦୮/୨୬ ପର୍ଯ୍ୟନ୍ତ ତଦନ୍ତେ କର୍କଟ*
*ଯୋଗ- ଅଷ୍ମ।ନ୍*
*କରଣ - ବାଳବ*
*ସୌରମାସ- କୁମ୍ଭ ୦୯ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୧୬/୩୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୬/୨୯*
*✧═════•❁❀
*ଯୋଗିନୀ ନୈରୁତେ ଦିବା ଘ୧୧/୩୦ ଗତେ ଦକ୍ଷିଣେ*
*ତ୍ରୟୋଦଶୀ ର ପାର୍ବଣ ଶ୍ରାଦ୍ଧ*
*କର୍କଟ ରାଶି ର ଘାତବାର*
✧═════•❁❀❁•═══
*କାଳବେଳା -ଦିବା ଘ୦୯/୦୭ ଗତେ ଘ୧୦/୩୩ ମଧ୍ୟେ*
*ବାରବେଳା - ଦିବା ଘ୧୧/୫୮ ଗତେ ଘ୦୧/୨୫ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୫୦ ମଧ୍ୟେ ଓ ଦିବା ଘ୦୧/୨୭ ଗତେ ଘ୦୨/୧୫ ମଧ୍ୟେ ରାତ୍ରି ଘ୦୬/୩୩ ଗତେ ଘ୦୮/୫୮ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୩୮ ଗତେ ଘ୦୫/୪୬ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ପୋଇ ଦିବା ଘ୧୧/୩୦ ଗତେ ବାଇଗଣ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।*
*✧═════•❁❀❁•═════✧*
*ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*
*✧═════•❁❀❁•═════✧*
*ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।*
*✧═════•❁❀❁•═════✧*
*କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।*
*✧═════•❁❀❁•═════✧*
*ସିଂହ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*
*✧═════•❁❀❁•═════✧*
*କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*
*✧═════•❁❀❁•═════✧*
*ତୁଳା: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*
*✧═════•❁❀❁•═════✧*
*ବିଛା : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*
*✧═════•❁❀❁•═════✧*
*ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*
*✧═════•❁❀❁•═════✧*
*ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।*
*✧═════•❁❀❁•═════✧*
*କୁମ୍ଭ : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।*
*✧═════•❁❀❁•═════✧*
*ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।*