ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଫେବୃଆରୀ ମାସ ୨୭ ତାରିଖ ୨୦୨୪ ମସିହା(ମଙ୍ଗଳବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*ଫାଲଗୁନମାସ- କୃଷ୍ଣପକ୍ଷ*

*ତିଥି- ତୃତୀୟା ରାତ୍ରି ଘ୦୨/୦୯ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ*

*ନକ୍ଷତ୍ର- ହସ୍ତା*

*ଚନ୍ଦ୍ର- କନ୍ୟା*

*ଯୋଗ- ଶୂଳ*

*କରଣ - ବାଣିଜ୍ୟ*

*ସୌରମାସ- କୁମ୍ଭ ୧୫ ଦିନ*

*✧═════•❁❀❁•════✧*

*ସୁର୍ୟୋଦୟ-ପ୍ରାତଃ ଘ୦୬/୧୨/୫୦*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୮/୪୦*

*✧═════•❁❀

*ଯୋଗିନୀ ଅଗ୍ନିକୋଣେ ରାତ୍ରି ଘ ୦୨/୦୯ ଗତେ ନୈରୁତେ* 

*ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ବୃଷ ରାଶିର ଘାତଚନ୍ଦ୍ର*

 *ମକର ରାଶି ର ଘାତବାର*

✧═════•❁❀❁•═══

*କାଳବେଳା -ଦିବା ଘ୦୧/୩୧ ଗତେ ଘ୦୨/୫୯ ମଧ୍ୟେ*

*ବାରବେଳା - ଦିବା ଘ୦୭/୩୬ ଗତେ ଘ୦୯/୦୩ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୯/୦୪ ଗତେ ଘ୧୦/୫୯ ମଧ୍ୟେ ଓ ଘ୦୩/୫୦ ଗତେ ଘ୦୫/୨୩ ମଧ୍ୟେ ଓ ରାତ୍ରି ଘ୦୬/୩୭ ଗତେ ଘ୦୯/୦୧ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି*

═✧*══•❁❀❁•═════✧

*ଅଦ୍ୟ ପୋଟଳ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।* 

*✧═════•❁❀❁•═════✧*

 *ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।* 

*✧═════•❁❀❁•═════✧*

*ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।* 

*✧═════•❁❀❁•═════✧*

 *କର୍କଟ: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।* 

*✧═════•❁❀❁•═════✧*

 *ସି˚ହ: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।* 

*✧═════•❁❀❁•═════✧*

 *କନ୍ୟା: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।*

*✧═════•❁❀❁•═════✧*

 *ତୁଳା : ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।* 

*✧═════•❁❀❁•═════✧*

 *ବିଛା: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।* 

*✧═════•❁❀❁•═════✧*

 *ଧନୁ: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।* 

*✧═════•❁❀❁•═════✧*

 *ମକର: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।* 

*✧═════•❁❀❁•═════✧*

 *କୁମ୍ଭ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।* 

*✧═════•❁❀❁•═════✧*

  *ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।*

*✧═════•❁❀❁•═════✧*