ଆଜିର ରାଶିଫଳ

*ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ଫେବୃଆରୀ ମାସ ୨୮ ତାରିଖ ୨୦୨୪ ମସିହା(ବୁଧବାର)*
*ଶକାବ୍ଦ -୧୯୪୫*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୧*
*ସମ୍ବତ୍ସର-ପିଙ୍ଗଳ*
*ଫାଲଗୁନମାସ- କୃଷ୍ଣପକ୍ଷ*
*ତିଥି- ଚତୁର୍ଥୀ ରାତ୍ରି ଘ୦୪/୩୦ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ*
*ନକ୍ଷତ୍ର- ହସ୍ତା ଦିବା ଘ୦୮/୨୯ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା*
*ଚନ୍ଦ୍ର- କନ୍ୟା ରାତ୍ରି ଘ୦୯/୪୯ ପର୍ଯ୍ୟନ୍ତ ତଦନ୍ତେ ତୁଳା*
*ଯୋଗ- ଗଣ୍ଡ*
*କରଣ - ବବ*
*ସୌରମାସ- କୁମ୍ଭ ୧୬ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃ ଘ୦୬/୧୨/୧୦*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୦୦*
*✧═════•❁❀
*ଯୋଗିନୀ ନୈରୁତେ ରାତ୍ରି ଘ ୦୪/୨୯ ଗତେ ଦକ୍ଷିଣେ*
*ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ବୃଷ ରାଶିର ଘାତଚନ୍ଦ୍ର*
*କର୍କଟ ରାଶି ର ଘାତବାର*
✧═════•❁❀❁•═══
*କାଳବେଳା -ଦିବା ଘ୦୯/୦୪ ଗତେ ଘ୧୦/୩୨ ମଧ୍ୟେ*
*ବାରବେଳା - ଦିବା ଘ୧୧/୫୮ ଗତେ ଘ୦୧/୩୬ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୪୪ ମଧ୍ୟେ ଓ ଘ୦୧/୩୬ ଗତେ ଘ୦୨/୧୦ ମଧ୍ୟେ ଓ ରାତ୍ରି ଘ୦୬/୩୭ ଗତେ ଘ୦୯/୦୧ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୪୩ ଗତେ ଘ୦୫/୫୦ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ମୂଳା ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*
*✧═════•❁❀❁•═════✧*
*ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।*
*✧═════•❁❀❁•═════✧*
*ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।*
*✧═════•❁❀❁•═════✧*
*କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।*
*✧═════•❁❀❁•═════✧*
*ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*
*✧═════•❁❀❁•═════✧*
*କନ୍ୟା: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।*
*✧═════•❁❀❁•═════✧*
*ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।*
*✧═════•❁❀❁•═════✧*
*ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।*
*✧═════•❁❀❁•═════✧*
*ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।*
*✧═════•❁❀❁•═════✧*
*ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*
*✧═════•❁❀❁•═════✧*
*କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।*
*✧═════•❁❀❁•═════✧*
*ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।*
*✧═════•❁❀❁•═════✧*