ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଅପ୍ରେଲ ମାସ ୨୬ ତାରିଖ ୨୦୨୪ ମସିହା(ଶୁକ୍ରବାର)*

*ଶକାବ୍ଦ -୧୯୪୬* 

*ସମ୍ବତ -୨୦୮୧*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*ବୈଶାଖମାସ- କୃଷ୍ଣପକ୍ଷ*

*ତିଥି- ଦ୍ଵିତୀୟା ଦିବା ଘ୦୭/୩୮ ଗତେ ତୃତୀୟା*

*ନକ୍ଷତ୍ର- ଅନୁରାଧା ରାତ୍ରି ଘ୦୪/୪୨ ଗତେ ଜ୍ୟେଷ୍ଠା*

*ଚନ୍ଦ୍ର- ବିଛା* 

*ଯୋଗ- ବ୍ୟତିପାତ*

*କରଣ - ଗର*

*ସୌରମାସ- ମେଷ ୧୩ ଦିନ*

*✧═════•❁❀❁•════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୨୫/୩୨*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୧୭*

*✧═════•❁❀

*ଯୋଗିନୀ ଉତ୍ତରେ ଦିବା ଘ୦୭/୩୮ଗତେ ଅଗ୍ନିକୋଣେ*

 *ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ବିଛା,ଧନୁ ଓ ମୀନ ରାଶି ର ଘାତବାର*

*ଅଦ୍ୟ ମୃତେ ଦିବା ଘ ୦୭/୩୮ ମଧେ ଏକପାଦ ପୁଷ୍କରଦୋଷ*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୦୮/୩୨ଗତେ ଘ୧୧/୪୨ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୦୦ ମଧ୍ୟେ ଓ ଘ୦୭/୪୬ ଗତେ ଘ୦୮/୩୧ ମଧ୍ୟେ ଓ ଘ୧୨/୪୩ ଗତେ ଘ୦୨/୧୦ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୫୧ ଗତେ ଘ୧୧/୪୩ ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ପୋଟଳ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।*

*✧═════•❁❀❁•═════✧*

*ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।*

*✧═════•❁❀❁•═════✧*

*ମିଥୁନ : ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।*

*✧═════•❁❀❁•═════✧*

*କର୍କଟ : ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।*

*✧═════•❁❀❁•═════✧*

 *ସିଂହ: ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।* 

*✧═════•❁❀❁•═════✧*

*କନ୍ୟା: ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।*

*✧═════•❁❀❁•═════✧*

*ତୁଳା: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।*

*✧═════•❁❀❁•═════✧*

*ବିଛା: ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।*

*✧═════•❁❀❁•═════✧*

*ଧନୁ : ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।*

*✧═════•❁❀❁•═════✧*

*ମକର : ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।*

*✧═════•❁❀❁•═════✧*

*କୁମ୍ଭ : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।*

*✧═════•❁❀❁•═════✧*

*ମୀନ : ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।*

*✧═════•❁❀❁•═════✧*