ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଜୁଲାଇ ମାସ ୧୯ ତାରିଖ ୨୦୨୪ ମସିହା(ଶୁକ୍ରବାର)*

*ଶକାବ୍ଦ -୧୯୪୬* 

*ସମ୍ବତ -୨୦୮୧*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-କାଳ*

*ଆଷାଢ଼ ମାସ- ଶୁକ୍ଳପକ୍ଷ*

*ତିଥି- ତ୍ରୟୋଦଶୀ ରାତ୍ରି ଘ ୦୭/୫୨ ଗତେ ଚତୁର୍ଦ୍ଦଶୀ*

*ନକ୍ଷତ୍ର- ମୂଳା ରାତ୍ରି ଘ୦୩/୪୮ ଗତେ ପୂର୍ବାଷାଢ଼ା*

*ଚନ୍ଦ୍ର- ଧନୁ*

*ଯୋଗ- ବ୍ରହ୍ମ*

*କରଣ - କୌଳବ*

*ସୌରମାସ- କର୍କଟ ୦୪ ଦିନ*

*✧═════•❁❀❁•════

✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୨୨/୦୫*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୪/୫୪*

*✧═════•❁❀

*ଯୋଗିନୀ ଦକ୍ଷିଣେ ରାତ୍ରି ଘ ୦୭/୫୨ ଗତେ ପଶ୍ଚିମେ* 

 *ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ତୁଳା ଓ କୁମ୍ଭ ରାଶି ର ଘାତଚନ୍ଦ୍ର*

*ବିଛା ,ଧନୁ ଓ ମୀନ ରାଶି ର ଘାତବାର*

✧═════•❁❀❁•═══

*କାଳବେଳା ଓ ବାରବେଳା - ଦିବା ଘ୦୮/୩୮ ଗତେ ଘ୧୧/୫୪ ମଧ୍ୟେ*

*ମୃତେ ପୁଷ୍କର ଦୋଷ ନାସ୍ତି*

══•❁❀❁•═

*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୯ ମଧ୍ୟେ ଓ ଘ୦୭/୪୫ ଗତେ ଘ୦୮/୩୭ମଧ୍ୟେ ଓ ଘ୧୨/୩୪ ଗତେ ଘ୦୨/୧୧ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୧/୧୧ ଗତେ ଘ୧୨/୦୦ମଧ୍ୟେ*

═✧*══•❁❀❁•═════✧

*ଅଦ୍ୟ ବାଇଗଣ ରାତ୍ରି ଘ୦୭/୫୧ ଗତେ ବିରି ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।*

*✧═════•❁❀❁•═════✧*

*ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*

*✧═════•❁❀❁•═════✧*

*ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।*

*✧═════•❁❀❁•═════✧*

*କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।*

*✧═════•❁❀❁•═════✧*

*ସିଂହ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*

*✧═════•❁❀❁•═════✧*

*କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*

*✧═════•❁❀❁•═════✧*

*ତୁଳା: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*

*✧═════•❁❀❁•═════✧*

*ବିଛା : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*

*✧═════•❁❀❁•═════✧*

*ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*

*✧═════•❁❀❁•═════✧*

*ମକର: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।*

*✧═════•❁❀❁•═════✧*

*କୁମ୍ଭ: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।*

*✧═════•❁❀❁•═════✧*

*ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।*