ଆଜିର ରାଶିଫଳ

*ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୨୫ ତାରିଖ ୨୦୨୪ ମସିହା(ଗୁରୁବାର)*
*ଶକାବ୍ଦ -୧୯୪୬*
*ସମ୍ବତ -୨୦୮୧*
*ଦିଲ୍ଲୀସ୍ୱରାଦ୍ଧ-୧୪୩୧*
*ସମ୍ବତ୍ସର-କାଳ*
*ଶ୍ରାବଣମାସ- କୃଷ୍ଣପକ୍ଷ*
*ତିଥି- ପଞ୍ଚମୀ ରାତ୍ରି ଘ ୦୧/୫୫ ଗତେ ଷଷ୍ଠୀ*
*ନକ୍ଷତ୍ର- ପୂର୍ବ ଭାଦ୍ର ଦିବା ଘ୦୫/୦୬ ଗତେ ଉତ୍ତର ଭାଦ୍ର*
*ଚନ୍ଦ୍ର- କୁମ୍ଭ ଦିବା ଘ୧୧/୩୭ ଗତେ ମୀନ*
*ଯୋଗ- ଶୋଭନ*
*କରଣ - କୌଳବ*
*ସୌରମାସ- କର୍କଟ ୧୦ ଦିନ*
*✧═════•❁❀❁•════
✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୪/୨୫*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୨/୪୪*
*✧═════•❁❀
*ଯୋଗିନୀ ଦକ୍ଷିଣେ ରାତ୍ରି ଘ ୦୧/୫୫ ଗତେ ପଶ୍ଚିମେ*
*ପଞ୍ଚମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ଧନୁ ରାଶି ର ଘାତଚନ୍ଦ୍ର*
*ତୁଳା ଓ କୁମ୍ଭ ରାଶି ର ଘାତବାର*
✧═════•❁❀❁•═══
*କାଳବେଳା ଓ ବାରବେଳା - ଦିବା ଘ୦୩/୦୬ ଗତେ ଘ୦୬/୨୧ ମଧ୍ୟେ*
*ମୃତେ ଦ୍ଵିପାଦଦୋଷ ଦିବା ଘ୦୫/୦୬ ମଧେ ଏକପାଦପୁଷ୍କର ଦୋଷ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ରାତ୍ରି ୦୧/୩୨ ଗତେ ଘ୦୩/୫୮ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ୦୭/୦୨ ମଧ୍ୟେ ଓ ୧୦/୧୩ଗତେ ଘ୧୨/୩୮ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ବେଲ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।*
*✧═════•❁❀❁•═════✧*
*ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।*
*✧═════•❁❀❁•═════✧*
*ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।*
*✧═════•❁❀❁•═════✧*
*କର୍କଟ: ଆଜି ଆପଣ କିଛି ଖାସ୍ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।*
*✧═════•❁❀❁•═════✧*
*ସି˚ହ: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।*
*✧═════•❁❀❁•═════✧*
*କନ୍ୟା: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।*
*✧═════•❁❀❁•═════✧*
*ତୁଳା : ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।*
*✧═════•❁❀❁•═════✧*
*ବିଛା: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ପାଇବେ।*
*✧═════•❁❀❁•═════✧*
*ଧନୁ: ଆପଣ ନିଜକୁ ଖୁବ୍ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।*
*✧═════•❁❀❁•═════✧*
*ମକର: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।*
*✧═════•❁❀❁•═════✧*
*କୁମ୍ଭ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସିେର ସମୟ କଟିବ।*
*✧═════•❁❀❁•═════✧*
*ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।*
*✧═════•❁❀❁•═════✧*