ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଅଗଷ୍ଟ ମାସ ୨୪ ତାରିଖ ୨୦୨୪ ମସିହା(ଶନିବାର)*

*ଶକାବ୍ଦ -୧୯୪୬* 

*ସମ୍ବତ -୨୦୮୧*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-କାଳ*

*ଭାଦ୍ରବ ମାସ- କୃଷ୍ଣପକ୍ଷ*

*ତିଥି- ପଞ୍ଚମୀ ଦିବା ଘ ୦୮/୦୧ ଗତେ ଷଷ୍ଠୀ*

*ନକ୍ଷତ୍ର- ଅଶ୍ଵିନୀ ସନ୍ଧ୍ୟା ଘ୦୬/୫୪ ଗତେ ଦ୍ଵିଜା*

*ଚନ୍ଦ୍ର-ମେଷ* 

*ଯୋଗ- ଗଣ୍ଡ*

*କରଣ - ତୈତିଳ*

*ସୌରମାସ- ସିଂହ ୦୯ ଦିନ*

*✧═════•❁❀❁•════

✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୩୩/୩୫*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୪୨*

*✧═════•❁❀

*ଯୋଗିନୀ ଦକ୍ଷିଣେ ଦିବା ଘ୦୮/୦୧ ଗତେ ପଶ୍ଚିମେ* 

 *ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ବୃଷ , ସିଂହ ଓ କନ୍ୟା ରାଶି ର ଘାତବାର*

  *ମେଷ ରାଶିର ଘାତଚନ୍ଦ୍ର*

✧═════•❁❀❁•═══

*କାଳବେଳା-ଦିବା ଘ୦୭/୦୮ ମଧ୍ୟେ ଓ ଦିବା ଘ୦୪/୦୭ ଗତେ ଘ୦୬/୦୨ ମଧ୍ୟେ*

*ବାରବେଳା - ଦିବା ଘ୦୧/୧୯ ଗତେ ଘ୦୨/୫୫ ମଧ୍ୟେ*

*ଅଦ୍ୟ ମୃତେ ଏକ ପାଦ ପୁଷ୍କର ଦୋଷ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳା-ଦିବା ଘ୦୯/୩୩ ଗତେ ଘ୨୨/୪୩ ମଧ୍ୟେ ଓ ରାତ୍ରି ଘ୦୮/୨୫ ଗତେ ଘ୧୦/୫୦ ମଧ୍ୟେ*

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି*

═✧*══•❁❀❁•═════✧

*ଅଦ୍ୟ ବେଲ ଦିବା ଘ୦୮/୧ ଗତେ ନିମ୍ବ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ:ଆଜି ଆପଣଙ୍କୁ ଦେବାଦେବୀ ଦର୍ଶନ ର ସୁଯୋଗମିଳିବ ,ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*

*✧═════•❁❀❁•═════✧*

*ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।* 

*✧═════•❁❀❁•═════✧*

*ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।* 

*✧═════•❁❀❁•═════✧*

*କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।* 

*✧═════•❁❀❁•═════✧*

*ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*

*✧═════•❁❀❁•═════✧*

*କନ୍ୟା: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।* 

*✧═════•❁❀❁•═════✧*

*ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।* 

*✧═════•❁❀❁•═════✧*

*ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।* 

*✧═════•❁❀❁•═════✧*

*ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।* 

*✧═════•❁❀❁•═════✧*

*ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*

*✧═════•❁❀❁•═════✧*

*କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।* 

*✧═════•❁❀❁•═════✧*

*ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।*

*✧═════•❁❀❁•═════✧*