ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ସେପ୍ଟେମ୍ବର ମାସ ୧୧ ତାରିଖ ୨୦୨୪ ମସିହା(ବୁଧବାର)*

*ଶକାବ୍ଦ -୧୯୪୬* 

*ସମ୍ବତ -୨୦୮୧*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-କାଳ*

*ଭାଦ୍ରବ ମାସ- ଶୁକ୍ଳପକ୍ଷ*

*ତିଥି- ଅଷ୍ଟମୀ ସନ୍ଧ୍ୟା ଘ୧୧/୪୩ ଗତେ ନବମୀ*

*ନକ୍ଷତ୍ର- ଜ୍ୟେଷ୍ଠା ରାତ୍ରି ଘ୦୯/୫୬ ଗତେ ମୂଳା*

*ଚନ୍ଦ୍ର -ବିଛା ରାତ୍ରି ଘ୦୯/୫୬ ଗତେ ଧନୁ*

*ଯୋଗ- ପ୍ରୀତି*

*କରଣ - ବିଷ୍ଟି*

*ସୌରମାସ- ସିଂହ ୨୭ ଦିନ*

*✧═════•❁❀❁•════

✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୩୭/୪୫*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୪୦*

*✧═════•❁❀

*ଯୋଗିନୀ ଐଶାନ୍ୟେ ରାତ୍ରି ଘ୧୧/୪୨ ଗତେ ପୂର୍ବେ*

 *ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*

*ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର*

*ମକର ରାଶି ର ଘାତବାର*

*ଅଦ୍ୟ ମୃତେ ପୁଷ୍କର ଦୋଷ ନାସ୍ତି*

✧═════•❁❀❁•═══

*କାଳବେଳା -ଦିବା ଘ୦୮/୪୧ ଗତେ ଘ୧୦/୧୨ମଧ୍ୟେ*

*ବାରବେଳା - ଦିବା ଘ୧୧/୪୨ ଗତେ ଘ୦୧/୧୪ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୧୪ ମଧ୍ୟେ ଓ ରାତ୍ରି ଘ୦୬/୩୫ ଗତେ ଘ୦୮/୫୮ ମଧ୍ୟେ ଓ ଘ୦୧/୪୬ ଗତେ ଘ୦୪/୨୦ ମଧ୍ୟେ* 

*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଡିବା ଘ୦୪/୦୨ ଗତେ ଘ୦୫/୩୯ ମଧ୍ୟେ*    

═✧*══•❁❀❁•═════✧

*ଅଦ୍ୟ ନଡ଼ିଆ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ* : ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।* 

*✧═════•❁❀❁•═════✧*

*ବୃଷ:ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।* 

*✧═════•❁❀❁•═════✧*

*ମିଥୁନ:* ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।* 

*✧═════•❁❀❁•═════✧*

*କର୍କଟ: ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।* 

*✧═════•❁❀❁•═════✧*

 *ସି˚ହ: ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।* 

*✧═════•❁❀❁•═════✧*

 *କନ୍ୟା: ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।* 

*✧═════•❁❀❁•═════✧*

*ତୁଳା:*ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।* 

*✧═════•❁❀❁•═════✧*

 *ବିଛା: କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।* 

*✧═════•❁❀❁•═════✧*

*ଧନୁ:ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।* 

*✧═════•❁❀❁•═════✧*

*ମକର: *ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।* 

*✧═════•❁❀❁•═════✧*

 *କୁମ୍ଭ:ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।* 

*✧═════•❁❀❁•═════✧*

 *ମୀନ:ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ •❁❀❁•═════✧*