ଆଜିର ରାଶିଫଳ

*ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ସେପ୍ଟେମ୍ବର ମାସ ୧୫ ତାରିଖ ୨୦୨୪ ମସିହା(ରବିବାର)*
*ଶକାବ୍ଦ -୧୯୪୬*
*ସମ୍ବତ -୨୦୮୧*
*ଦିଲ୍ଲୀସ୍ୱରାଦ୍ଧ-୧୪୩୧*
*ସମ୍ବତ୍ସର-କାଳ*
*ଭାଦ୍ରବ ମାସ- ଶୁକ୍ଳପକ୍ଷ*
*ତିଥି- ଦ୍ୱାଦଶୀ ସନ୍ଧ୍ୟା ଘ୦୬/୩୧ ଗତେ ତ୍ରୟୋଦଶୀ*
*ନକ୍ଷତ୍ର- ଶ୍ରବଣ। ରାତ୍ରି ଘ୦୭/୪୪ ଗତେ ଧନିଷ୍ଟା*
*ଚନ୍ଦ୍ର - ମକର*
*ଯୋଗ- ଅତିଗଣ୍ଡ*
*କରଣ - ବବ*
*ସୌରମାସ- ସିଂହ ୩୧ ଦିନ*
*ଅଦ୍ୟ ସୁନିଆଁ ଓ ବାମନ ଜନ୍ମ*
*✧═════•❁❀❁•════
✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୩୮/୪୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୭/୨୦*
*✧═════•❁❀
*ଯୋଗିନୀ ନୈରୁତେ ସନ୍ଧ୍ୟା ଘ୦୬/୩୧ଗତେ ଦକ୍ଷିଣେ*
*ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
*ସିଂହ ରାଶିର ଘାତଚନ୍ଦ୍ର*
*ମେଷ ରାଶି ର ଘାତବାର*
*ଅଦ୍ୟ ମୃତେ ଦ୍ଵିପାଦ ଦୋଷ ଓ ସନ୍ଧ୍ୟା ଘ୦୬/୩୧ଗତେ ଏକ ପାଦ ପୁଷ୍କର ଦୋଷ*
✧═════•❁❀❁•═══
*କାଳବେଳା ଓ ବାରବେଳା - ଦିବା ଘ୧୦/୧୨ ଗତେ ଘ୦୧/୧୫ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ ୦୬/୨୭ ଗତେ ଘ୦୮/୫୦ ମଧ୍ୟେ ଓ ଘ୦୧/୧୬ ଗତେ ଘ୦୩/୧୬ ମଧ୍ୟେ ରାତ୍ରି ଘ୦୮/୦୮ ଗତେ ଘ୦୯/୪୪ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୦୩ଗତେ ଘ୦୪/୫୨ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ପୋଇ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।*
*✧═════•❁❀❁•═════✧*
*ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
*✧═════•❁❀❁•═════✧*
*ମିଥୁନ: ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।*
*✧═════•❁❀❁•═════✧*
*କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।*
*✧═════•❁❀❁•═════✧*
*ସି˚ହ: ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।*
*✧═════•❁❀❁•═════✧*
*କନ୍ୟା: ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।*
*✧═════•❁❀❁•═════✧*
*ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।*
*✧═════•❁❀❁•═════✧*
*ବିଛା: ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।*
*✧═════•❁❀❁•═════✧*
*ଧନୁ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।*
*✧═════•❁❀❁•═════✧*
*ମକର:ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ* ।
*✧═════•❁❀❁•═════✧*
*କୁମ୍ଭ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।*
*✧═════•❁❀❁•═════✧*
*ମୀନ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।*
*✧═════•❁❀❁•═════✧*