ଉତ୍ତର ଓଡିଶାରେ ବେଶୀ ପ୍ରଭାବ- IMD DG
ବାତ୍ୟା ନେଇ IMD DG ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ ସୂଚନା

ବାତ୍ୟା ନେଇ IMD DG ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ ସୂଚନା l
ଅବପାତ ଆଜି ଗଭୀର ଅବପାତରେ ପରିଣତ ହେବ
୨୪ ଓ ୨୫ ସକାଳ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବ
ପୁରୀରୁ ସାଗରଦ୍ବୀପ ମଧ୍ୟରେ ଏହାର ପ୍ରଭାବ ରହିବ
ସ୍ଥଳଭାଗ ଛୁଇଁଲା ବେଳକୁ ପବନର ବେଗ ୧୦୦ରୁ ୧୨୦ କିମି ରହିବ
ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗରେ ଏହାର ବେଶୀ ପ୍ରଭାବ ରହିବ