ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

ରାଜ୍ୟ ସରକାର ଖୁବ୍ ଶୀଘ୍ର ପ୍ରାୟ ୩୫ ହଜାର ନିଯୁକ୍ତି ଦେବେ ।

ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ

ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲେ ଜଗନ୍ନାଥ ପ୍ରଧାନ। ରାଜ୍ୟସଭା ଉପନିର୍ବାଚନ ସ୍ବାଧୀନ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ତାଙ୍କ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି । ଗତ ୨୧ ତାରିଖ ଦିନ ରାଜ୍ୟସଭା ପାଇଁ ନାମାଙ୍କନ ଭରିଥିଲେ ଜଗନ୍ନାଥ ପ୍ରଧାନ।

ରାଜ୍ୟ ସରକାର ଖୁବ୍ ଶୀଘ୍ର ପ୍ରାୟ ୩୫ ହଜାର ନିଯୁକ୍ତି ଦେବେ । ନିର୍ବାଚନ ବେଳେ ବିଜେପି ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ପାଇଁ ଅଣ୍ଟା ଭିଡିଛି ମୋହନ ସରକାର ।