୧୯ରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଆଉ ୨ ଦିନ ପରେ ଅର୍ଥାତ ୧୯ରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ।

୧୯ରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା

ଆଉ ୨ ଦିନ ପରେ ଅର୍ଥାତ ୧୯ରେ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ପୁରୀରେ ହେବାକୁ ଥିବା ୨ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେବେ । ୧୯, ୨୦ ତାରିଖ ଏହି ୨ଦିନ ବସିବ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ଏ ସଂପର୍କରେ ସୂଚନା ଦେଇଛନ୍ତି ବିଜେପି ସଭାପତି ମନମୋହନ ସାମଲ ।