କାର୍ଯ୍ୟାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ
କାର୍ଯ୍ୟାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

ଲୋକସେଭା ଭବନରେ ନିଜ କାର୍ଯ୍ୟାଳୟରୁ କାର୍ଯ୍ୟାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏହି ଅବସରରେ କୃଷି ଓ ଶକ୍ତି ବିଭାଗର ବରିଷ୍ଠ ପତାଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି । କେତେକ ଗୁରୁତ୍ୱପୂର୍ଣ୍ଣ ଫାଇଲରେ ଦସ୍ତଖତ କରି ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାରମ୍ଭ କରିଛନ୍ତି ।