ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଆସିଲେ ଲକ୍ଷ୍ମୀ । ନବରଙ୍ଗପୁର ଜିଲ୍ଲାରେ ଆଜିଠାରୁ ଆରମ୍ଭ ହେଲା ଲକ୍ଷ୍ମୀ ବସ ଯୋଜନା ।

ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଆସିଲେ ଲକ୍ଷ୍ମୀ । ନବରଙ୍ଗପୁର ଜିଲ୍ଲାରେ ଆଜିଠାରୁ ଆରମ୍ଭ ହେଲା ଲକ୍ଷ୍ମୀ ବସ ଯୋଜନା । ଭିଡିଓ କନଫରେସିଙ୍ଗ ମାଧ୍ୟମରେ ଯୋଡି ହୋଇ ୪୫ ଟି ଲକ୍ଷ୍ମୀବସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭିଡିଓ କନଫରେସିଙ୍ଗ ମାଧ୍ୟମରେ ଯୋଡି ହୋଇ ୪୫ ଟି ଲକ୍ଷ୍ମୀବସର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

5T ସଚିବ ଭିକେ ପଣ୍ଡିଆନଙ୍କ ଅଧକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏହି କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ପରିବହନ ବିଭାଗ ସଚିବ ଉଷା ପାଢ଼ୀ, ନବରଙ୍ଗପୁର ସାଂସଦ ରମେଶ ମାଝୀ, ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ, ଝରୀଗାଁ ବିଧାୟକ ପ୍ରକାଶ ମାଝୀ, ଡାବୁଗାଁ ବିଧାୟକ ମନହର ରନ୍ଧାରୀ, ନବରଙ୍ଗପୁର ଏସଡ଼ିସି ଚେୟାରମ୍ୟାନ ଉପେନ୍ଦ୍ର ଗଣ୍ଡ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଅଭିଭାଷଣ ପ୍ରଦାନ କରିଥିଲେ ।