ଆଇଏଏସ ସ୍ତରରେ ଏକ ଛୋଟଧରଣର ବଦଳି

ରାଜ୍ୟ ସରକାର ଆଜି ଆଇଏଏସ ସ୍ତରରେ ଏକ ଛୋଟଧରଣର ବଦଳି କରିଛନ୍ତି |

ଆଇଏଏସ ସ୍ତରରେ ଏକ ଛୋଟଧରଣର ବଦଳି

ରାଜ୍ୟ ସରକାର ଆଜି ଆଇଏଏସ ସ୍ତରରେ ଏକ ଛୋଟଧରଣର ବଦଳି କରିଛନ୍ତି | ଗଜପତିର ନୂଆ ଜିଲ୍ଲାପାଳ ଭାବେ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଦାୟିତ୍ୱ ମିଳିଥିବାବେଳେ ଜିଲ୍ଲାପାଳ ଥିବା ଲିଙ୍ଗରାଜ ପଣ୍ଡାଙ୍କୁ ସାମାଜିକ କଲ୍ୟାଣ ସହ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି |