୨୬ ତାରିଖରେ ଲଘୁଚାପ

୨୬ ତାରିଖରେ ଲଘୁଚାପ

ଆଣ୍ଡାମାନ ସାଗର ଅଞ୍ଚଳରେ ୨୬ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ଅବପାତ ହେବ । ଲଘୁଚାପ ଓ ଅବପାତ ସମ୍ଭାବନା ନେଇ ପାଣିପାଗ ବିଭାଗର ସୂଚନା ଦେଇଛି ।