ଆଜି ଜଗଜ୍ଜନନୀ ମା' ଦୁର୍ଗାଙ୍କ ଧରାବତରଣ

ପାର୍ବଣ ମହକରେ ପୂରି ଉଠିଲାଣି ସହର ବଜାର। ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା

ଆଜି ଜଗଜ୍ଜନନୀ ମା' ଦୁର୍ଗାଙ୍କ ଧରାବତରଣ

ପାର୍ବଣ ମହକରେ ପୂରି ଉଠିଲାଣି ସହର ବଜାର। ଚମକିଲାଣି ମେଢ ସାଙ୍ଗକୁ ରଙ୍ଗିନ ଆଲୋକର ଫୁଆରା। କେଉଁଠି ଝଟକୁଛି ଫ୍ରେଞ୍ଚ୍ ପ୍ୟାଲେସ୍ ଆଉ କେଉଁଠି ମନମୋହୁଛି ସ୍ବାମୀ ନାରାୟଣମନ୍ଦିର ଆକୃତିର ସୁଦୃଶ୍ୟ ତୋରଣ। ଶାରଦୀୟ ପୂଜା କ୍ରମରେ ଆଜି ମଣ୍ଡପରେ ଷଷ୍ଠୀପୂଜା ସହ ବିଲ୍ବବରଣ ଏବଂ ଆସନ୍ତାକାଲି ମହାସପ୍ତମୀରେ ମାଆଙ୍କୁ ଚକ୍ଷୁଦାନ କରାଯିବ।