ମାଲକାନଗିରି ଚିତ୍ରକୋଣ୍ଡା ଟ୍ରାକ୍ଟର ଦୁର୍ଘଟଣାରେ ଚାରି ମୃତ ମୁଖ୍ୟମନ୍ତ୍ରୀଙ୍କ ଶୋକ
ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର: ଗତ କାଲି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରେ ରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।