ରଥକୁ ମୋବାଇଲ ମନା

ରଥକୁ ମୋବାଇଲ ମନା

ନବନିଯୁକ୍ତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ କଡ଼ା ଚେତାବନୀ। ରଥ ଉପରେ ମୋବାଇଲ ନିଷେଧ l ବିଶୃଙ୍ଖଳିତ ଆଚରଣ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ନୀତି ଶୃଙ୍ଖଳାକୁ ସର୍ବାଧିକ ଗୁରୁତ୍ବ ଦିଆଯିବ ବୋଲି କହିଛନ୍ତି ଅରବିନ୍ଦ ପାଢ଼ୀ l

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା

-‘ରଥ ଉପରକୁ ମୋବାଇଲ ନେଲେ କାର୍ଯ୍ୟାନୁଷ୍ଠାନ’

-‘ନୀତିକାନ୍ତି ଓ ଶୃଙ୍ଖଳାକୁ ପ୍ରାଥମିକତା ଦିଆଯିବ’

-‘ସେବା ନଥାଇ ରଥରେ ଚଢ଼ିଲେ କଡ଼ା କାର୍ଯ୍ୟାନୁଷ୍ଠାନ’

-‘ବିଶୃଙ୍ଖଳିତ ଆଚରଣକୁ ବରଦାସ୍ତ କରାଯିବ ନାହିଁ’