ଦୁବାଇ ଅଭିମୁଖେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଦୁବାଇ ଅଭିମୁଖେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି lଏହି ଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର 1 ରେ ଦୁବାଇ ଠାରେ ହେବାକୁ ଥିବା COP-28 ଜାତିସଂଘର ବିଶ୍ୱ ଜଳବାୟୁ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଦିଲ୍ଲୀ ବିମାନ ବନ୍ଦର ରୁ ଦୁବାଇ, ୟୁଏଇ ଅଭିମୁଖେ ଯାତ୍ରା କରିଛନ୍ତି।
ଅପରପକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କୁ ସ୍ବାଗତ କରିବା ପାଇଁ ଭାରତୀୟ ସଦସ୍ୟମାନେ 'ସାରେ ଜାହାନ ସେ ଅଛା ' ଗାନ କରୁଛନ୍ତି, ଏବଂ 'ଭାରତ ମାତା କି ଜୟ' ଏବଂ 'ବନ୍ଦେ ମାତରଂ ' ସ୍ଲୋଗାନ ମଧ୍ୟ ଦେଇଛନ୍ତି।
ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁବାଇ ବିମାନବନ୍ଦରରେ ପହଞ୍ଚିବା ପରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି।