ଡିଜି-ଆଇଜି ସମ୍ମିଳନୀର ସଫଳତା ବଖାଣିଲେ ମୁଖ୍ୟମନ୍ତ୍ରୀ
ଡିଜି/ଆଇଜି ସମ୍ମିଳନୀର ସଫଳ ଆୟୋଜନ ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି।

ତିନି ଦିନ ବ୍ୟାପୀ ରାଜଧାନୀରେ ଚାଲିଥିବା ଡିଜି ଆଇଜିପି ସମ୍ମିଳନୀ ଡିସେମ୍ବର ପହିଲାରେ ଶେଷ ହୋଇଛି। ବୈଠକରେ ଯୋଗଦେବାକୁ ଆସିଥିବା ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଅମିତ ଶାହ ଓ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଦିଲ୍ଲୀ ଫେରିଯାଇଛନ୍ତି।
ଡିଜି/ଆଇଜି ସମ୍ମିଳନୀର ସଫଳ ଆୟୋଜନ ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି।