ପ୍ରଭାତ ବିଶ୍ୱାଳଙ୍କ ନାଁରେ ଇଡିର ଅତିରିକ୍ତ ଚାର୍ଜସିଟ୍ ଦାଖଲ
ବହୁ ଚର୍ଚ୍ଚିତ ସିସୋର ଚିଟ୍ଫଣ୍ଡ ଠକେଇ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ନାଁରେ ଚାର୍ଜସିଟ୍ ।

ବହୁ ଚର୍ଚ୍ଚିତ ସିସୋର ଚିଟ୍ଫଣ୍ଡ ଠକେଇ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ନାଁରେ ଚାର୍ଜସିଟ୍ । କିଛି ଦିନ ପୂର୍ବରୁ ତାଙ୍କ ବିରୋଧରେ ସିବିଆଇ ଚାର୍ଜଫ୍ରେମ୍ କରିବା ପରେ ଏବେ ଅତିରିକ୍ତ ଚାର୍ଜସିଟ୍ କରିଛି ଇଡି । ପୂର୍ବତନ ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ରଂଜନ ବିଶ୍ୱାଳଙ୍କସହ ପତ୍ନୀ ଲକ୍ଷ୍ମୀବିଳାସିନୀଙ୍କ ନାଁରେ ମଧ୍ୟ ଅତିରିକ୍ତ ଚାର୍ଜସିଟ୍ ଦାଖଲ କରାଯାଇଛି ।