ସଂପନ୍ନ ହେଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ

ବିରାଜିଲେ ରାମଲଲା। ଅଯୋଧ୍ୟା ରାମ ମନ୍ଦିରରେ ସଂପନ୍ନ ହେଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ।

ସଂପନ୍ନ ହେଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ

ବିରାଜିଲେ ରାମଲଲା। ଅଯୋଧ୍ୟା ରାମ ମନ୍ଦିରରେ ସଂପନ୍ନ ହେଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ। କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ କରିଛନ୍ତି। ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତ, ଯୋଗୀ ଆଦିତ୍ୟନାଥ ଓ ଆନନ୍ଦି ବେନ୍‌ ମଧ୍ୟ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମାପନ ବେଳେ ଗର୍ଭଗୃହରେ ଉପସ୍ଥିତ ଥିଲେ।