ଦିନିକିଆ ଜଗତସିଂହପୁର ଜିଲ୍ଲା ଗ୍ରସ୍ତ ରେ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର

କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ରଞ୍ଜନ କୁମାର ଦାସ ଙ୍କ ର ଦିନିକିଆ ଜଗତସିଂହପୁର ଜିଲ୍ଲା ଗ୍ରସ୍ତ କାର୍ଯ୍ୟକ୍ରମ

ଦିନିକିଆ ଜଗତସିଂହପୁର ଜିଲ୍ଲା ଗ୍ରସ୍ତ ରେ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର

କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଦିନିକିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି ସଦଭାବନା ସଭାଗୃହରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ରାଜସ୍ୱ ସମ୍ବନ୍ଧୀୟ ଏବଂ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଓ ଜନକଲ୍ୟାଣ ଯୋଜନାର ସମୀକ୍ଷା କରି ସ୍ଵଚ୍ଛତା ଓ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଯୋଜନା ଓ ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ । ଅପରାହ୍ନରେ କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଜିଲ୍ଲା ଉପ-ନିବନ୍ଧକ କାର୍ଯ୍ୟାଳୟ, ଜଗତସିଂହପୁର ଥାନା, ଜଗତସିଂହପୁର ପୌରପାଳିକା କାର୍ଯ୍ୟାଳୟ, ଜଗତସିଂହପୁର ବ୍ଲକ୍ ଓ ତହସିଲ କାର୍ଯ୍ୟାଳୟ, ସିଂହାରପୁର ଗ୍ରାମ ପଞ୍ଚାୟତର ମିନି ଷ୍ଟାଡିୟମ୍ ଓ ମିଶନ ଶକ୍ତି କାଫେ ପରିଦର୍ଶନ କରିଥିଲେ

କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି ସଦଭାବନା ସଭାଗୃହରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ରାଜସ୍ୱ ସମ୍ବନ୍ଧୀୟ,ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଓ ଜନକଲ୍ୟାଣ ଯୋଜନାର ସମୀକ୍ଷା କରି ସ୍ଵଚ୍ଛତା ଓ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଯୋଜନା ଓ ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ଵାରୋପ କରିଥିଲେ