ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ

ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ । ରାଷ୍ଟ୍ରପତି ଭବନରୁ ଜାରି ହେଲା ସୂଚନା ।

ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ

ରଘୁବର ଦାସ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ । ରାଷ୍ଟ୍ରପତି ଭବନରୁ ଜାରି ହେଲା ସୂଚନା । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ।

ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ହେଉଛନ୍ତି ରଘୁବର ଦାସ । ସେ ୫ ଥର ନିର୍ବାଚିତ ହୋଇଛନ୍ତି । ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ।୨୦୦୯ରେ ସେ ଝାଡ଼ଖଣ୍ଡର ଉପମୁଖମନ୍ତ୍ରୀ ଦାୟିତ୍ଵ ନିର୍ବାହ କରିଥିଲେ। ୨୦୧୪ରୁ ୨୦୧୯ ଯାଏ ସେ ଝାଡ଼ଖଣ୍ଡର ଷଷ୍ଠ ତଥା ପ୍ରଥମ ଅଣ ଆଦିବାସୀ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ୧୯୯୫ରେ ପ୍ରଥମ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।