ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ
ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ୨୦୨୪ ବର୍ଷ ପାଇଁ ଏହା ଦ୍ଵିତୀୟ କ୍ୟାବିନେଟ୍ ବୈଠକ ହେବ।

ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ। ୨୦୨୪ ବର୍ଷ ପାଇଁ ଏହା ଦ୍ଵିତୀୟ କ୍ୟାବିନେଟ୍ ବୈଠକ ହେବ। ଆଜି ଅପରାହ୍ନରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ।
ବିଭିନ୍ନ ସରକାରୀ କର୍ମଚାରୀ ସଂଗଠନ ପକ୍ଷରୁ କରାଯାଇଥିବା ବିଭିନ୍ନ ଦାବି ସମ୍ପର୍କରେ ମଧ୍ୟ ନିଷ୍ପତ୍ତି ନିଆଯାଇପାରେ। ଆଜି ଅପରାହ୍ନରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୈଠକ ବସିବ।