ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ସନ୍ଧ୍ୟା ୬ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଆଜି ସନ୍ଧ୍ୟା ୬ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପଞ୍ଚାୟତିରାଜ, ସ୍ୱାସ୍ଥ୍ୟ, ଉଚ୍ଚଶିକ୍ଷା, ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମିଶନ ଶକ୍ତି, ଶିଳ୍ପ , ସାଧାରଣ ପ୍ରଶାସନ ଆଦି ବିଭାଗର ପ୍ରାୟ ୧୬ଟି ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି।

ଆଗକୁ ନିର୍ବାଚନ ଥିବାରୁ ରାଜ୍ୟ ସରକାର କିଛି ନୂଆ ଯୋଜନା ଘୋଷଣା କରିବା ସମ୍ଭାବନା ରହିଛି।