Puri

ଜଗା ଦର୍ଶନ ପାଇଁ ହେବ ଡେଡିକେଟେଡ୍ କରିଡର

ମହାପ୍ରଭୁଙ୍କୁ ଦେଖିବା ପାଇଁ ଭକ୍ତମାନଙ୍କୁ ଆଉ ଦୀର୍ଘ ସମୟ ଅପେକ୍ଷା କରିବାକୁ ପଡ଼ିବନି।

3D ଫର୍ମାଟରେ ଆଜିଠୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ

ଆଜିଠୁ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାରର ଲେଜର୍‌ ସ୍କାନିଂ କରାଯିବ

ଜଗା ଦର୍ଶନ ହେଲା ଶେଷ ଦର୍ଶନ, ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିବା...

ଜଗା ଦର୍ଶନ ହେଲା ଶେଷ ଦର୍ଶନ, ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିବା ପରେ ହବିଷ୍ୟାଳୀଙ୍କ ମୃତ୍ୟୁ

ଆଜିଠୁ ମହାପଞ୍ଚୁକ ବ୍ରତ, ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି...

ଆଜିଠୁ ମହାପଞ୍ଚୁକ ବ୍ରତ । ପଞ୍ଚୁକ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ନୀତିକାନ୍ତି ଓ ବେଶ ଅନୁଷ୍ଠିତ ହୋଇଛି ।

ପଞ୍ଚୁକ ୫ ଦିନ ଶ୍ରୀମନ୍ଦିରରୁ ମରଚିକୋଟ ଛକ ପର୍ଯ୍ୟନ୍ତ ସବୁ ଉଠା...

ପଞ୍ଚୁକ ୫ ଦିନ ଶ୍ରୀମନ୍ଦିରରୁ ମରଚିକୋଟ ଛକ ପର୍ଯ୍ୟନ୍ତ ସବୁ ଉଠା ଦୋକାନ ବନ୍ଦ

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ ; ଶ୍ରଦ୍ଧାଳୁ ଅସୁସ୍ଥ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ ସୋମବାର ଦେଖାଯାଇଛି।

ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି ଓ ନୂଆ ରତ୍ନ ପଲଙ୍କ କାମ ଆରମ୍ଭ

ଶ୍ରୀମନ୍ଦିର ନାଟମଣ୍ଡପର ମରାମତି କାମ ଆଜିଠାରୁ ଭାରତୀୟ ପ୍ରତ୍ନତତ୍ତ୍ୱ ସଂସ୍ଥା -ଏଏସଆଇ ଦ୍ୱାରା ଆରମ୍ଭ ହୋଇଛି

ଜଗମୋହନ ନାଟମଣ୍ଡପ ମରାମତି କରିବାକୁ ନିର୍ଦ୍ଦେଶ

ଆସନ୍ତାକାଲି ଠାରୁ ପୁରୀ ଜଗମୋହନ ନାଟମଣ୍ଡପ ମରାମତି କାମ ଆରମ୍ଭ କରିବାକୁ ଏ ଏସ ଆଇକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ।

ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ ନା

ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ଉପରେ କଟକଣା ଜାରି କରାଯାଇଛି

ପୁରୀ ଷ୍ଟେସନରେ ଅଗ୍ନିକାଣ୍ଡ

ପୁରୀ ଷ୍ଟେସନରେ ଅଗ୍ନିକାଣ୍ଡ। ରିପେୟାର ଲାଇନରେ ଥିବା ଏକ କୋଚ୍ ରେ ଅଗ୍ନିକାଣ୍ଡ ଘଟିଛି

ପୁରୀରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ୫-ଟି ଓ ନବୀନ ଓଡ଼ିଶା...

ପୁରୀରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ

ବନକଲାଗି ନୀତି: ଆସନ୍ତାକାଲି ହେବ ଶ୍ରୀମୁଖ ଶୃଙ୍ଗାର, 4 ଘଣ୍ଟା ବନ୍ଦ...

ବନକଲାଗି ନୀତି: ଆସନ୍ତାକାଲି ହେବ ଶ୍ରୀମୁଖ ଶୃଙ୍ଗାର, 4 ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆଉ ନାହାନ୍ତି ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ । ଗତ ୩୧ ତାରିଖରୁ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ।

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା

ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ।

ଅସୁସ୍ଥ ମହେଶ୍ୱର ମହାନ୍ତି

ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ସୋମବାର ପୁରୀରେ କଂଗ୍ରେସର ବିଶାଳ ସମାବେଶ, ଉଠିବ ଶ୍ରୀମନ୍ଦିର ପ୍ରସଙ୍ଗ

ସୋମବାର ପୁରୀରେ କଂଗ୍ରେସର ବିଶାଳ ସମାବେଶ, ଉଠିବ ଶ୍ରୀମନ୍ଦିର ପ୍ରସଙ୍ଗ