State
ଲୋକଙ୍କ ଘର ଦ୍ବାରରେ ପହଞ୍ଚିବ ନ୍ୟାୟ ବ୍ୟବସ୍ଥା: ଆଇନ ମନ୍ତ୍ରୀ
ଲୋକଙ୍କ ଘର ଦ୍ବାରରେ ନ୍ୟାୟ ବ୍ୟବସ୍ଥା ପହଞ୍ଚିବ
ପ୍ରତି ପଞ୍ଚାୟତରେ ହେବ ୧ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ
ରାଜ୍ୟରେ ଖୁବଶୀଘ୍ର କାର୍ୟ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା
ଡଷ୍ଟବିନ୍କୁ ଯିବ ଅଦରକାରୀ ଆଇନ: ମୁଖ୍ୟମନ୍ତ୍ରୀ
ରାଜ୍ୟରେ ଅଦରକାରୀ ଆଇନକୁ ଚିହ୍ନଟ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି
ତୀର୍ଥ ଯାତ୍ରୀଙ୍କ ପାଇଁ ଖୁସି ଖବର, ଚାରିଧାମକୁ ଗଡିବ ସ୍ୱତନ୍ତ୍ର...
ଚାରିଧାମକୁ ଗଡିବ ସ୍ୱତନ୍ତ୍ର ବସ୍
ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର
ଲୋକଙ୍କ ଚାହିଦା ହିସାବରେ ଗହମ ଦିଆଯିବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି।
ପଶୁ ପାଳନ କ୍ଷେତ୍ରକୁ ବୃତ୍ତି ଭାବେ ଗ୍ରହଣ କରିବାକୁ ପ୍ରୋତ୍ସାହିତ...
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଡବଲ ଇଞ୍ଜିନ ସରକାର ଦେଇଛନ୍ତି। ଆମକୁ ମଧ୍ୟ ବିକାଶକୁ ଡବଲ ସ୍ପିଡ୍ରେ କରିବାକୁ ପଡିବ।
ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି ବାଣ୍ଟିବେ ଜିଲ୍ଲାପାଳ
ବିଭାଗୱାରୀ ହିସାବ ଭିତ୍ତିରେ ଶକ୍ତି ବିଭାଗ ବେଶୀ କ୍ଷତିଗ୍ରସ୍ତ ହୋଇଛି।
୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ; ପ୍ରତି ୧୦ ମିନିଟ୍ରେ...
୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ ସରିବ
୫୭ ନୂଆ ଏନ୍ଏସି ପ୍ରସ୍ତାବ: ଆବଶ୍ୟକ ତଥ୍ୟ ଦେବାକୁ ଜିଲ୍ଲାପାଳଙ୍କୁ...
ରାଜ୍ୟରେ ପ୍ରସ୍ତାବିତ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି) ପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲ୍ଲାରୁ ସବିଶେଷ ତଥ୍ୟ ଆହ୍ବାନ କରିଛନ୍ତି
ଅମାନିଆ ଚାଳକଙ୍କ ବିରୋଧରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ସହରାଞ୍ଚଳରେ ପରିବହନ ବ୍ୟବସ୍ଥାକୁ ଅଧିକ ସହଜ ଓ ସୁବିଧାଜନକ ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ମୋ ବସ୍’ ସେବା ଆରମ୍ଭ କରିଛନ୍ତି
ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଥିବା ଏକ ଷ୍ଟୁଡିଓରେ ଭୟାବହ ଅଗ୍ନିକାଣ୍ଡ
ଖୋର୍ଦ୍ଧା ଜିଲ୍ଲା ସାରୁଅସ୍ଥିତ ଓଡିଶା ଟେଲିଭିଜନ ନେଟୱର୍କ ଷ୍ଟୁଡିଓରେ ଗତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି
ସମ୍ପତ୍ତି ପାଇଁ ଜୀଅନ୍ତା ଜାଳିଦେଲେ
ଘର ଭିତରେ ଶୋଇଥିବା ବେଳେ ଲାଗିଗଲା ନିଆଁ ମାଆ ଓ ଝିଅ ଜୀବନ୍ତ ଦଗ୍ଧ
ନନ୍ଦନକାନନ ଏକ୍ସପ୍ରେସକୁ ଗୁଳିମାଡ଼
ଭଦ୍ରକରେ ନନ୍ଦନକାନନ ଏକ୍ସପ୍ରେସକୁ ଗୁଳିମାଡ଼ ହୋଇଛି
ବିଜେଡିର ଆରୋପ, ବିଜେପିର କଡ଼ା କାଉଣ୍ଟର
ଆର୍ସେଲର ମିତ୍ତଲ ନିପନ୍ ଷ୍ଟିଲ ଓଡ଼ିଶା ଛାଡ଼ି ଆନ୍ଧ୍ର ପ୍ରଦେଶ ମୁହାଁ ହୋଇଥିବା ନେଇ ବିଜେଡିର ଆରୋପ ପରେ କଡ଼ା କାଉଣ୍ଟର କରିଛନ୍ତି ରାଜ୍ୟ ସରକାର
ଆମେରିକାର ହ୍ୟୁଷ୍ଟନରେ ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ
ଇସ୍କନର ଆରଚଣ ଉଲ୍ଲଙ୍ଘନ ବହୁତ ହୋଇଗଲା: ଗଜପତି
ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା
ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି
‘କେନ୍ଦ୍ରାପଡ଼ାରୁ ଓହରିନି ଆର୍ସେଲର ମିତ୍ତଲ-ନିପନ୍ ଷ୍ଟିଲ’
କେନ୍ଦ୍ରାପଡ଼ାରେ ପ୍ରସ୍ତାବିତ ୨୪ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନା ପ୍ରକଳ୍ପରୁ ଓହରିନି ଆର୍ସେଲର ମିତ୍ତଲ-ନିପନ୍ ଷ୍ଟିଲ କମ୍ପାନୀ
କାର୍ତ୍ତିକରେ ପରିବା ବଜାରରେ ନିଆଁ
ଧର୍ମ ମାସ କାର୍ତ୍ତିକର ଅଧା ଦିନ ବିତିଗଲାଣି ହେଲେ ଏବେବି ବଜାରରେ ଚଢା ଦରରେ ମିଳୁଛି ପନିପରିବା
ବାତ୍ୟା `ଦାନା'ର କ୍ଷୟକ୍ଷତି ରିପୋର୍ଟ, ୬୦୦ କୋଟିର କ୍ଷତି ନେଇ ରାଜସ୍ବ...
ଆସିଲା ବାତ୍ୟା `ଦାନା'ର କ୍ଷୟକ୍ଷତି ରିପୋର୍ଟ









